ନିଜ ଜାଲରେ ଫସିଛି ପାକିସ୍ତାନ

ଇସଲାମାବାଦ,୧୬ା୩: ପାକିସ୍ତାନ ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ଭାରତରେ ହଇଚଇ ସୃଷ୍ଟି କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିଲା କିନ୍ତୁ ବର୍ତ୍ତମାନ ଆତଙ୍କବାଦୀମାନେ ପାକିସ୍ତାନରେ ହଇଚଇ ସୃଷ୍ଟି କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ରିପୋର୍ଟରୁ ଜଣାପଡ଼ିଛି ଯେ, ଆତଙ୍କବାଦୀମାନେ ପାକିସ୍ତାନରେ ଆକ୍ରମଣ କରିବା ପାଇଁ ପୋଲିସ ୟୁନିଫର୍ମରେ ଆସିପାରିବେ। ଯାହାକୁ ନେଇ ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ ଭୟଭୀତ ହୋଇପଡ଼ିଛି। ପାକିସ୍ତାନର କାଉଣ୍ଟର ଆତଙ୍କବାଦ ବିଭାଗ ଟିଟିପି ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛି।

ପାକିସ୍ତାନ କାଉଣ୍ଟର ଆତଙ୍କବାଦୀ ବିଭାଗ ଦ୍ୱାରା ଜାରି କରାଯାଇଥିବା ଏହି ଆଲର୍ଟରେ କୁହାଯାଇଛି, ତେହେରିକ-ଇ-ତାଲିବାନ ପାକିସ୍ତାନ ପେଶାଓ୍ବାର ପୋଲିସ ଲାଇନ ଆକ୍ରମଣ ପରି ଆକ୍ରମଣ କରିପାରିବ। ଏହାସହ ସତର୍କ ସୂଚନାରେ କୁହାଯାଇଛି, ଟିଟିପି ପୋଲିସ ଷ୍ଟେଶନ ଏବଂ ଯେଉଁଠାରେ ସୁରକ୍ଷା ବାହିନୀର ବହୁ ଉପସ୍ଥିତି ଅଛି, ଆତଙ୍କବାଦୀମାନେ ପୋଲିସ ଲାଇନ ଏବଂ ଟ୍ରାଫିକ ହେଡ କ୍ୱାର୍ଟର ଉପରେ ମଧ୍ୟ ଆକ୍ରମଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri