ରୁଷିଆରୁ ଗହମ କିଣିବା ପାଇଁ ପାକିସ୍ତାନ ଆଗ୍ରହୀ

ଇସଲାମାବାଦ,୨୫ା୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ରୁଷିଆରୁ ଗହମ କିଣିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପାକିସ୍ତାନ ରୁଷିଆରୁ ଗହମ କିଣି ପାରିବ। ଦେଶରେ ବନ୍ୟା ଯୋଗୁ କୃଷିରେ ବ୍ୟାପକ କ୍ଷୟକ୍ଷତି ହୋଇଛି, ଏହି କାରଣରୁ ପାକିସ୍ତାନ ରୁଷିଆରୁ ଗହମ କିଣିବା ପାଇଁ ଆଗ୍ରହୀ। ଭୟଙ୍କର ବନ୍ୟା ପାକିସ୍ତାନରେ ବ୍ୟାପକ ଧ୍ୱଂସ ଘଟାଇଛି।  ବନ୍ୟା ଯୋଗୁ ଶହ ଶହ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି।

ପାକିସ୍ତାନରେ ବନ୍ୟା ହେତୁ ଏକ ତୃତୀୟାଂଶ ଜମି ଜଳମଗ୍ନ ହୋଇଯାଇଥିଲା। ଏଭଳି ପରିସ୍ଥିତିରେ କୃଷି ଜମି ବହୁ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି ଏବଂ ଫସଲ ନଷ୍ଟ ହୋଇଯାଇଛି। ପାକିସ୍ତାନର ପ୍ରାୟ ୩୩ ଲକ୍ଷ ଲୋକଙ୍କ ସାମ୍ନାରେ ଖାଦ୍ୟ ସଙ୍କଟ ଦେଖାଦେଇଛି। ଏହାକୁ ଏଡ଼ାଇବା ପାଇଁ ପାକିସ୍ତାନକୁ ପ୍ରାୟ ଏକ ମିଲିୟନ ଟନ୍‌ ଗହମ ଆମଦାନୀ କରିବାକୁ ପଡ଼ିପାରେ। ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ କହିଛନ୍ତି, ଆମେ ରଷିଆରୁ ଗହମ ଆମଦାନୀ କରିପାରିବୁ। କିନ୍ତୁ ଆମେ ଅନ୍ୟ ପ୍ରସ୍ତାବକୁ ଅପେକ୍ଷା କରିଛୁ। ଦେଶ ମଧ୍ୟ ସାର ଆବଶ୍ୟକ କରେ କାରଣ କାରଖାନା ବନ୍ଦ ହୋଇଯାଇଥିଲା, ଯେଉଁ କାରଣରୁ ଉତ୍ପାଦନ ହେଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri