ପାକିସ୍ତାନ ସବୁଠୁ ବିପଜ୍ଜନକ ରାଷ୍ଟ୍ର: ବାଇଡେନ୍‌

ଓ୍ବାଶିଂଟନ,୧୬।୧୦: ପାକିସ୍ତାନ ବିଶ୍ୱରେ ଅନ୍ୟତମ ସବୁଠୁ ବିପଜ୍ଜନକ ରାଷ୍ଟ୍ର ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ପାକ୍‌ ଅଣୁଅସ୍ତ୍ରସମ୍ପନ୍ନ ରାଷ୍ଟ୍ର ହୋଇଥିଲେ ହେଁ ସେଗୁଡ଼ିକୁ ସୁସଂଗଠିତ ଭାବେ ସୁରକ୍ଷିତ ରଖିବାର ଦକ୍ଷତା ଏହାର ନାହିଁ। କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ଠାରେ ଡେମୋକ୍ରାଟିକ୍‌ କଂଗ୍ରେସନାଲ କ୍ୟାମ୍ପେନ୍‌ କମିଟି ରିସେପ୍‌ଶନରେ ଯୋଗଦେଇ ବାଇଡେନ୍‌ ଏହା କହିଛନ୍ତି। ଏଥିସହିତ ସେ ଚାଇନା ଓ ରୁଷିଆକୁ କଡ଼ା ସମାଲୋଚନା କରିଛନ୍ତି। ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଆମେରିକା ସହ ସମ୍ପର୍କ ବୃଦ୍ଧି ଲାଗି ଉଦ୍ୟମ ଚଳାଇଥିବାବେଳ ରାଷ୍ଟ୍ରପତି ବାଇଡେନ୍‌ଙ୍କ ଏଭଳି ମନ୍ତବ୍ୟ ତାଙ୍କ ପାଇଁ ବଡ଼ ଝଟକା ହୋଇଛି। ବାଇଡେନ୍‌ଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ବିଲାଓ୍ବାଲ ଭୁଟ୍ଟୋ ଜର୍ଦ୍ଦାରୀ ଶନିବାର ଆମେରିକା ରାଷ୍ଟ୍ରଦୂତଙ୍କୁ ସମନ କରିଛନ୍ତି। ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଓ ଭୁଲ୍‌ ବୁଝାମଣା ତାଙ୍କୁ ବିସ୍ମିତ କରିଥିବା ବିଲାଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?