ସୋସିଆଲ ମିଡିଆ ମାଧ୍ୟମରେ ଦେଶରେ ଖାଲିସ୍ତାନୀ ଏଜେଣ୍ଡା ବିସ୍ତାର କରୁଛି ଆଇଏସ୍‌ଆଇ

ନୂଆଦିଲ୍ଲୀ,୨୭।୯: ପାକିସ୍ତାନ କୌଣସି ପ୍ରକାରେ ଭାରତ ବିରୋଧରେ ଷଡଯନ୍ତ୍ର ଜାରି ରଖିଛି। ସମସ୍ତେ ଏହା ଭଲ ଭାବରେ ଜାଣନ୍ତି। ଆତଙ୍କବାଦୀଙ୍କ ସହ ବର୍ତ୍ତମାନ ପାକିସ୍ତାନର ଖଲିସ୍ତାନୀ ସହିତ ବନ୍ଧୁତା ମଧ୍ୟ ବୃଦ୍ଧି ପାଇଛି। ଏହି ବନ୍ଧୁତା ଘୃଣାର ମୂଳଦୁଆ ଉପରେ ଆଧାରିତ, କାରଣ ପାକିସ୍ତାନ ସୋସିଆଲ ମିଡିଆକୁ ଅସ୍ତ୍ର କରି ଭାରତ ବିରୋଧରେ ଖଲିସ୍ତାନୀମାନଙ୍କୁ ଉସକାଉଛି। ଏହି ସୂଚନା ଏନ୍‌ଆଇଏ ସୂତ୍ରରୁ ସାମ୍ନାକୁ ଆସିଛି।

ଏନ୍‌ଆଇଏ ସୂତ୍ରରୁ ପ୍ରକାଶ ଯେ, ଖାଲିସ୍ତାନୀ ଆତଙ୍କବାଦୀଙ୍କୁ ପ୍ରୋତ୍ସାହନ ଦେବା ଏବଂ ଭାରତ ବିରୋଧରେ ଖାଲିସ୍ତାନୀମାନଙ୍କୁ ଉତ୍ତେଜିତ କରିବା ପାଇଁ ପାକିସ୍ତାନରୁ ୩୦ରୁ ଅଧିକ ସୋସିଆଲ ମିଡିଆ ପ୍ଲାଟଫର୍ମ ବ୍ୟବହାର କରାଯାଉଛି। ପାକିସ୍ତାନୀ ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ଏବଂ ଖାଲିସ୍ତାନୀ ଆତଙ୍କବାଦୀମାନେ ଭାରତ ସମେତ ସମଗ୍ର ବିଶ୍ୱରେ ୩୦ରୁ ଅଧିକ ସୋସିଆଲ ମିଡିଆ ପ୍ଲାଟଫର୍ମ ମାଧ୍ୟମରେ ପରିବେଶକୁ ନଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri