ପାକିସ୍ତାନୀ ଖବରଦାତା ଅରଶଦ ଶରିଫଙ୍କ ହତ୍ୟା ମାମଲାରେ ମାଆ-ପତ୍ନୀଙ୍କୁ କରାଯିବ ପଚରାଉଚରା

ଇସଲାମାବାଦ,୧୦ ।୧୨: ପାକିସ୍ତାନୀ ଖବରଦାତା ଅରଶଦ ଶରିଫଙ୍କ କେନିଆରେ ହୋଇଥିବା ହତ୍ୟା ମାମଲାର ଯାଞ୍ଚ ଚାଲିଛି । ପାକିସ୍ତାନରେ ଗଠିତ ସ୍ପେଶାଲ ଜଏଣ୍ଟ ଇନୋଭୋଶନ ଟିମ ଏହି ମାମଲାର ଯାଞ୍ଚରେ ମୃତ ଖବରଦାତାଙ୍କ ମାଆ ଓ ପତ୍ନୀଙ୍କ ବୟାନ ରେକର୍ଡ କରିବାକୁ ନିଷ୍ପତ୍ତି ନେଇଛି । ଶୁକ୍ରବାର (୯ ଡିସେମ୍ବର)ସ୍ପେଶାଲ ଟିମ ଡିଆଇଜି ମୁଖ୍ୟାଳୟରେ ଏହାର ପ୍ରଥମ ବୈଠକ କରିଛି ।
ସୂଚନାଯୋଗ୍ୟ, କେନିଆର ରାଜଧାନୀ ନାଇରୋବିରେ ପାକିସ୍ତାନର ଜଣେ ବରିଷ୍ଠ ଖବରଦାତାଙ୍କ ହତ୍ୟା ମାମଲାର ଯାଞ୍ଚ ପାଇଁ ପାକିସ୍ତାନ ସରକାରଙ୍କ ପକ୍ଷରୁ ଏକ ଟିମର ଗଠନ କରାଯାଇଛି ।
ଏଆରୱାଇ ନ୍ୟୁଜର ରିପୋର୍ଟ ଅନୁଯାୟୀ ପାକିସ୍ତାନ ସରକାରଙ୍କ ପକ୍ଷରୁ ଗଠନ କରାଯାଇଥିବା ବିଶେଷ ଜେଆଇଟି ଖବରଦାତା ଅରଶଦ ଶରିଫଙ୍କ ମାଆ ଓ ପତ୍ନୀଙ୍କ ସାକ୍ଷି ଗ୍ରହଣ କରିବା ସହ ଅନ୍ୟ କେତେଜଣଙ୍କୁ ବି ପଚରା ଉଚରା କରିବ । ଏହି ମାମଲାରେ ସମସ୍ତ ବିବାଦୀୟ ଲୋକଙ୍କ ବୟାନ ରେକର୍ଡ କରିବାକୁ ସେମାନଙ୍କୁ ସମ୍ପର୍କ କରାଯାଇଛି । ଟିମର ସଦସ୍ୟ କେନିଆ ଯିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri