ଚାଇନା ସହାୟତାରେ ଉପଗ୍ରହ ପ୍ରେରଣ କଲା ପାକିସ୍ତାନ

ବେଜିଂ,୧୯ା୧୦: ଚାଇନା ରବିବାର ପାକିସ୍ତାନର ଏକ ରିମୋଟ୍‌ ସେନ୍ସିଂ ସାଟେଲାଇଟ୍‌କୁ ସଫଳତାର ସହ କକ୍ଷପଥକୁ ପଠାଇଛି। ଏଥିସହିତ ଚାଇନା ନିଜ ଦେଶର ୨ଟି ଉପଗ୍ରହକୁ ମଧ୍ୟ ପ୍ରେରଣ କରିଛି। ଦୁଇ ସହଯୋଗୀ ଦେଶ ମଧ୍ୟରେ ମହାକାଶ ସହଯୋଗ ଅଧିକ ନିବିଡ଼ ହୋଇଛି।

ଚାଇନାର ଲିଜିଆନ୍‌-୧ ଓ୍ବାଇ୮ ରକେଟ ପାକିସ୍ତାନର ରିମୋଟ ସେନ୍ସିଂ ସାଟେଲାଇଟ୍‌ (ପିଆର୍‌ଏସ୍‌ଏସ୍‌-୨) ଏବଂ ଚାଇନାର ଏୟାରସାଟ୍‌ ୦୩ ଏବଂ ୦୪କୁ ଉତ୍ତରପଶ୍ଚିମ ଚାଇନାର ଏରୋସ୍ପେସ୍‌ ପାଇଲଟ୍‌ ଜୋନ୍‌ରୁ ଲଞ୍ଚ୍‌ କରିଥିଲା। ସମସ୍ତ ଉପଗ୍ରହ ସଫଳତାର ସହ ନିର୍ଦ୍ଧାରିତ କକ୍ଷପଥରେ ଅବସ୍ଥାପିତ ହୋଇଛି। ଗତବର୍ଷ ଚାଇନା ପାକିସ୍ତାନର ଏକ ମଲ୍ଟିମିଶନ ଯୋଗାଯୋଗ ଉପଗ୍ରହକୁ ମହାକାଶକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ପୂର୍ବତନ ବାର୍‌ ଆସୋସିଏଶନ ସଭାପତିଙ୍କ ପରଲୋକ, ଶୋକ ବ୍ୟକ୍ତ କଲେ ବିଧାୟକ

ଭଞ୍ଜନଗର,୬ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ପୂର୍ବତନ ସଭାପତି ବଂଶୀଧର ପ୍ରଧାନ(୭୭) ଶୁକ୍ରବାର ରାତିରେ ପରଲୋକ ଗମନ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri