Advertisement

ଇମ୍ରାନ ଖାନଙ୍କ ରାଲିରେ ଗୁଳିକାଣ୍ଡ

ଇସଲାମାବାଦ,୩।୧୧: ପାକିସ୍ତାନର ଗୁଜରାନୱାଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଆଜାଦି ମାର୍ଚ୍ଚରେ ଗୁଳିକାଣ୍ଡ ଘଟିଛି। ଇମ୍ରାନଙ୍କ କଣ୍ଟେନର ନିକଟରେ ଏହି ଗୁଳିକାଣ୍ଡ ଘଟିଛି। ଏଥିରେ ଇମ୍ରାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ଇମ୍ରାନଙ୍କ ଡାହାଣ ଗୋଡରେ ଗୁଳି ବାଜିଛି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ଶେହଓ୍ବାଜ ଶରିଫ ସରକାରଙ୍କ ବିରୋଧରେ ଆଜାଦି ମାର୍ଚ୍ଚ ଆରମ୍ଭ କରିଛନ୍ତି ଇମ୍ରାନ। ଏହି ମାର୍ଚ୍ଚ ଲାହୋରରୁ ଇସଲାମାବାଦ ଅଭିମୁଖେ ବାହାରିଛି। ଏହି ପଦଯାତ୍ରା ସମୟରେ ଇମ୍ରାନ ଯେଉଁ କଣ୍ଟେନରରେ ଥିଲେ ସେଠାରେ ଗୁଳିକାଣ୍ଡ ହୋଇଥିଲା।
ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଏହି ଆକ୍ରମଣ ପରେ ପାକିସ୍ତାନ ରାଜନୀତିରେ ପୁଣି ଥରି ଉଠିଛି। ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜିର ଭୁଟ୍ଟୋ ମଧ୍ୟ ଏକ ରାଲିରେ ଆତ୍ମଘାତୀ ଆକ୍ରମଣର ଶିକାର ହୋଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ନାବାଳିକା ହେଲେ ଗର୍ଭବତୀ,ଶିଶୁ ପୁତ୍ରଙ୍କୁ ଦେଲେ ଜନ୍ମ…

ଲଣ୍ଡନ,୨୯।୬: ବ୍ରିଟେନ୍‌ରେ ଜଣେ ୧୦ ବର୍ଷ ନାବାଳିକା ଗର୍ଭବତୀ ହେବା ଏବଂ ପରେ ଶିଶୁପୁତ୍ରଙ୍କୁ ଜନ୍ମ ଦେବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ...

୧୦ ଲକ୍ଷ ବିଦେଶୀ ଛାତ୍ରୀଛାତ୍ରଙ୍କୁ ଆମେରିକା ଛାଡ଼ିବାକୁ ନିର୍ଦ୍ଦେଶ

ଓ୍ବାଶିଂଟନ, ୭।୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆମେରିକା ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଇତିମଧ୍ୟରେ ଆମେରିକା ଛାଡ଼ିବାକୁ ୧୦...

ଆମେରିକାର ୯/୧୧ ଆତଙ୍କବାଦୀ ଆକ୍ରମଣକୁ ପ୍ରଥମଥର ପାଇଁ ନିନ୍ଦା କଲା ତାଲିବାନ!

କାବୁଲ,୧୨ ।୯: ଆମେରିକାଠାରୁ ୧୧ହଜାର ୧୩୧ କିଲୋମିଟର ଦୂର ତାଳିବାନରେ ଆମେରିକା ଉପରେ କରାଯାଇଥିବା ୯/୧୧ ଆତଙ୍କବାଦୀ ଆକ୍ରମଣର ଏନ୍ତୁଡିଶାଳ ଥିବା ବେଳେ ଏବେ ଦୀର୍ଘ...

ନେପାଳରେ ଭୂକମ୍ପ: ୬ ମୃତ

କାଠମାଣ୍ଡୁ,୯।୧୧:ନେପାଳ ଦୋତି ଜିଲାରେ ବୁଧବାର ଭୋରରୁ ବଡ଼ ଧରଣ ଭୂ-କମ୍ପ ହୋଇଥିବାବେଳେ ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଶୁରୁତର ଆହତଙ୍କୁ ଚିକିତ୍ସା...

ସିଧା ପ୍ରସାରଣ ସମୟରେ ଖସି ପଡିଲା ମହିଳା ଆଙ୍କରଙ୍କ ଦାନ୍ତ

କ୍ୱିଭ,୧୮।୭: ୟୁକ୍ରେନର ଜଣେ ଟେଲିଭିଜନ ନ୍ୟୁଜ ଆଙ୍କର ମରିକା ପଡଲ୍କୋ ସମାଚାର ପଢିବା ସମୟରେ ହଠାତ୍‌ ତାଙ୍କର ଏକ ଦାନ୍ତ ଖସି ପଡିଥିଲା। ହେଲେ ସେ...

ନିଆଁ ବଦଳରେ ପାଣିରେ ହେବ ଦେସମଣ୍ଡ ଟୁଟୁଙ୍କ ଅନ୍ତିମ ସଂସ୍କାର

କେପଟାଉନ୍‌,୨।୧:ଦକ୍ଷିଣ ଆଫ୍ରିକାରେ ଦଶନ୍ଧି ଧରି ରଙ୍ଗଭେଦ ବିରୋଧରେ ଲଢିଥିବା ଆର୍କବିଶପ ଦେସମଣ୍ଡ ଟୁଟୁଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଛି। କୁହାଯାଏ ଯେ ଟୁଟୁ ପାରମ୍ପାରିକ ଉପାୟ...

ହଜ୍‌ ଯାତ୍ରା କରିବେନି ଶ୍ରୀଲଙ୍କା ମୁସଲମାନ…

କଲମ୍ବୋ, ୨।୬ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ମହିନ୍ଦା ରାଜପକ୍ଷେଙ୍କ ସ୍ଥାନରେ ପ୍ରଧାନମନ୍ତ୍ରୀ ହୋଇଥିବା ରାନିଲ...

ଚଳିତ ବର୍ଷ ଦିଆଯିବନି ରମଣ ମାଗାସେସ୍‌ ଆଓ୍ବାର୍ଡ: ୬୩ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ବନ୍ଦ

ମାନିଲା,୯।୬: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମଣ ମାଗାସେସ୍‌ ଆଓ୍ବାର୍ଡ ଚଳିତ ବର୍ଷ ଦିଆ ଯିବନାହିଁ। ଏହି ଫିଲିପାଇନ୍ସ୍‌ ଶାନ୍ତି ପୁରସ୍କାରକୁ କରୋନା ମହାମାରୀ ପାଇଁ...

Advertisement
Archives

Model This Week