ପାକିସ୍ତାନର ହଜିଲା ନିଦ, ନରସଂହାରର ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ/ଇସଲାମାବାଦ,୭।୫: ଥରି ଉଠିଛି ପାକିସ୍ତାନ। ପହଲଗାମେ ଆତଙ୍କବାଦୀ ଆକ୍ରମଣର ମାତ୍ର ୧୪ ଦିନ ପରେ ପଡୋଶୀ ଦେଶଠାରୁ ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ ଭାରତର ‘ଅପରେସନ ସିନ୍ଦୂର’ ସଫଳ ହୋଇଛି । ୧୯୭୧ ଯୁଦ୍ଧ ପରେ ପ୍ରଥମ କରି ପାକିସ୍ତାନ ଭିତରେ ପଶି ଏମିତି ଏକ ବଡ଼ ଆକ୍ରମଣ କରିଛି ଭାରତ । ତେବେ ପାକିସ୍ତାନର କୌଣସି ସାମରିକ ବ୍ୟବସ୍ଥାକୁ ଏଥିରେ ଟାର୍ଗେଟ କରାଯାଇନି । ଅପରେସନ ସିନ୍ଦୁରରେ ଆତଙ୍କବାଦୀ ମାସୁଦ ଆଝାରଙ୍କ ବହାବଲପୁର ଠିକଣାରେ ହୋଇଛି ହମଲା ।
-ସୁଖୋଇ ଓ ରାଫେଲରୁ ଆତଙ୍କୀ ଶିବିରରେ ଆଟାକ
-ଏୟାରଷ୍ଟ୍ରାଇକରେ ୮ ସୁଖୋଇ, ୪ ରାଫେଲ ସାମିଲ
-ବ୍ରହ୍ମୋସ ମିସାଇଲରେ ଆତଙ୍କୀ ଆଡ୍ଡା ଛାରଖାର
-ଭାରତର ହମଲା ପରେ ପାକିସ୍ତାନରେ ହଲଚଲ
-ପାକିସ୍ତାନର ବହାଓ୍ବଲପୁର, ମୁରିଦକେରେ ଆକ୍ରମଣ
-ସିଆଲକୋଟ, ଚକଅମରୁରେ ଏୟାର ଷ୍ଟ୍ରାଇକ
-ଲାହୋର ଏୟାରପୋର୍ଟକୁ ଏମର୍ଜେନ୍ସୀ ଘୋଷଣା
-୪୮ ଘଣ୍ଟା ଲାହୋର ଏୟାରପୋର୍ଟରୁ ବିମାନ ଉଡ଼ାଣ ବନ୍ଦ
-ଆତଙ୍କୀ ଆଡ୍ଡା ଉପରେ ଭାରତର
-ପାକସ୍ତାନର ୪, ପିଓକେର ୫ ସ୍ଥାନରେ ଆକ୍ରମଣ
ଭାରତର ଏହି ଆକ୍ରମଣକୁ ଦେଖି ସାରା ବିଶ୍ୱ ସ୍ତବ୍ଧ ହୋଇଯାଇଛି। ତେବେ ଦେଶରେ ଏନେଇ ଖୁସି ପ୍ରକାଶ ପାଇଛି। ବିଶେଷକରି ପହଲଗାମ ଆତଙ୍କବାଦୀ ଆକମ୍ରଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଆଶ୍ୱସ୍ତି ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri