Posted inଖେଳ

ଇତିହାସ ରଚିଲା ପାକିସ୍ତାନ

ଜୋହାନ୍ସବର୍ଗ,୧୧।୪: ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ପାକିସ୍ତାନୀ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିଛି। ବାବର ଆଜାମଙ୍କ ନେତୃତ୍ୱରେ ପାକିସ୍ତାନୀ ଦଳ ବିଶ୍ୱର ପ୍ରଥମ ଦଳ ଭାବେ ୧୦୦ଟି ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଜିତିଛି। ଚାରି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ ଜିତିବା ମାତ୍ରେ ପଡୋଶୀ ଦେଶ ଏହି ସଫଳତା ହାସଲ କରିଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ୧୬୫ ଟି-୨୦ ମଧ୍ୟରୁ ପାକିସ୍ତାନ ୧୦୦ଟି ଜିତିଥିବାବେଳେ ମାତ୍ର ୫୯ଟି ମ୍ୟାଚ ହାରିଛି। ଦୁଇଟି ମ୍ୟାଚ୍‌ ବାତିଲ ହୋଇଥିବାବେଳେ ଦଳ ଟାଇରେ ୩ଟି ମ୍ୟାଚ ହାରିଛି।
ଏହି ପ୍ରସଙ୍ଗରେ ପାକିସ୍ତାନର ଚିରପ୍ରତିଦ୍ୱନ୍ଦ୍ୱୀ ଭାରତ ବହୁ ପଛରେ ଥିବା ଜଣାପଡିଛି। ଟିମ ଇଣ୍ଡିଆ ୧୪୨ଟି ମ୍ୟାଚ ମଧ୍ୟରୁ ୮୮ଟି ଜିତିଛି। ତାକୁ ୪୭ଟି ମ୍ୟାଚରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ତିନୋଟି ମ୍ୟାଚ ଟାଇ ହୋଇଛି। ଅଷ୍ଟ୍ରେଲିଆ (୧୩୬ ମ୍ୟାଚ), ଦକ୍ଷିଣ ଆଫ୍ରିକା (୧୨୮ ମ୍ୟାଚ) ଏବଂ ନ୍ୟୁଜିଲ୍ୟାଣ୍ଡ (୧୪୫ ମ୍ୟାଚ) ୭୧ଟି ବିଜୟ ସହ ସମାନ ର଼୍ୟାଙ୍କରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଗୁଳି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri