Posted inଖେଳ

ପାଓ୍ବର ପ୍ଲେ’ରେ ଭାରତ ହାତ ଖାଲି

ଦୁବାଇ,୨୪।୧୦: ପାକିସ୍ତାନ ଆଗରେ ୧୫୨ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଥିବା ଟିମ୍‌ ଇଣ୍ଡିଆ ପାଓ୍ବର ପ୍ଲେ’ରେ ଗୋଟିଏ ହେଲେ ଉଇକେଟ ନେବାକୁ ସକ୍ଷମ ହୋଇନାହିଁ। ଅଧିନାୟକ ବିରାଟ କୋହଲି ୬ ଓଭର ମଧ୍ୟରେ ୪ ବୋଲରଙ୍କୁ ବ୍ୟବହାର କରିଥିଲେ। ଯଶପ୍ରୀତ ବୁମରା ଓ ବରୁଣ ଚକ୍ରବର୍ତ୍ତୀ ଭଲ ବୋଲିଂ କରିଥିଲେ। କିନ୍ତୁ ଭୁବନେଶ୍ୱର କୁମାର ଓ ମହମ୍ମଦ ଶାମି ଅତ୍ୟଧିକ ରନ୍‌ ବ୍ୟୟ କରିବାରୁ ପାକିସ୍ତାନ ପ୍ରଥମ ୬ ଓଭରରେ ବିନା କ୍ଷତିରେ ୪୩ ରନ୍‌ କରିଛି। ଏବେ ବାବର ଆଜାମ ୧୭ ଓ ମହମ୍ମଦ ରିଜଓ୍ବାନ ୨୫ * ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫେରିଲା କୁଲଚା ଯୋଡ଼ି

କଲମ୍ବୋ,୧୮।୭: ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଛି ‘କୁଲଚା’ ଯୋଡ଼ି। କୁଲଚା ଭାବେ ପରିଚିତ କୁଲଦୀପ ଯାଦବ ଓ ୟୁଜବେନ୍ଦ୍ର ଚହଲଙ୍କ...

ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗଦେଲେ ପାର୍ଥିବ

ମୁମ୍ବାଇ, ୧୧ା୧୨ (ପି.ଟି.)-ଭାରତ ଓ ଗୁଜରାଟର ପୂର୍ବତନ ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସରେ ଜଣେ...

ଭାରତୀୟ ଶୁଟରଙ୍କ ଲାଗି କ୍ୱାରାଣ୍ଟାଇନ୍‌ର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୧୮।୭(ପି.ଟି.): ଅଲିମ୍ପିକ୍‌ ପୂର୍ବରୁ ଭାରତୀୟ ଶୁଟରଙ୍କ ଲାଗି ଟୋକିଓରେ କ୍ୱାରାଣ୍ଟାଇନର ଆବଶ୍ୟକତା ନାହିଁ। ଶନିବାର ବିଳମ୍ବିତ ରାତିରେ ଭାରତୀୟ ଶୁଟରମାନେ ଟୋକିଓରେ ପହଞ୍ଚିଥିଲେ ଓ କ୍ରୀଡ଼ାଗ୍ରାମରେ...

କୋହଲିଙ୍କୁ ଜନ୍ମଦିନରେ ଏହି ଉପହାର ଦେବ କି ଟିମ୍‌ ଇଣ୍ଡିଆ

ଆବୁଧାବି,୫।୧୧: ଟି୨୦ ବିଶ୍ୱକପ୍‌ର ଚତୁର୍ଥ ମୁକାବିଲାରେ ସ୍କଟଲ୍ୟାଣ୍ଡକୁ ଭେଟିବ ଟିମ୍‌ ଇଣ୍ଡିଆ। ଅଙ୍କ ତାଲିକା ଦେଖିଲେ ଏହି ମ୍ୟାଚ୍‌ ଭାରତ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ...

କାନ୍ଦିଲେ ସିରାଜ୍‌, କହିଲେ ଯଦି ଆଜି ମୋ ପିତା ଜୀବିତ ଥାନ୍ତେ…

ବ୍ରିସବେନ୍‌,୧୯।୧: ଟେଷ୍ଟ କ୍ୟାରିୟରରେ ପ୍ରଥମ ଥର ପାଇଁ ଇନିଂସରେ ୫ଟି ଉଇକେଟ ନେବା ପରେ ମହମ୍ମଦ ସିରାଜ ଭାବପ୍ରବଣ ହୋଇଛନ୍ତି। ନିଜ ଭାବନା ପ୍ରକାଶ କରିବା...

ଭାରତୀୟ ଦଳର ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଡ୍ରାଭିଡ୍‌ଙ୍କୁ ଦିଆଯାଇପାରେ ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୧୪।୧୦: ଆସନ୍ତା ଟି୨୦ ବିଶ୍ୱକପ୍‌ ପରେ ରବି ଶାସ୍ତ୍ରୀ ଭାରତୀୟ ଦଳର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେବା ନିଶ୍ଚିତ। ତାଙ୍କ ପଦବି ପୂରଣ କରିବା...

‘ମୁଁ ପୁଣି ହ୍ୟାଟ୍ରିକ କାହିଁକି ନେଇପାରିବି ନାହିଁ’

ଲଣ୍ଡନ,୨୭।୫(ପିଟି)- ୨୦୦୭ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ଶ୍ରୀଲଙ୍କା ପେସର ଲସିଥ ମାଲିଙ୍ଗା କ୍ରମାଗତ ୪ ଉଇକେଟ ନେଇଥିଲେ। ଚଳିତ ବିଶ୍ୱକପ୍‌ରେ ମଧ୍ୟ ହ୍ୟାଟ୍ରିକ...

ଲଢ଼େଇ କରି ଫେଡରରଙ୍କଠାରୁ ହାରିଲେ ନାଗଲ

ନ୍ୟୁୟର୍କ, ୨୭।୮ (ପି.ଟି.)- ନିଜର ପଦାର୍ପଣ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତା ଖେଳିଥିବା ଭାରତୀୟ ଯୁବ ଟେନିସ ଖେଳାଳି ସୁମିତ୍‌ ନାଗାଲଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଏଠାରେ...

Advertisement
Archives

Model This Week