ଟ୍ରମ୍ପଙ୍କ ସହ ବଡ଼ ଡିଲ୍‌ କଲା ପାକିସ୍ତାନ, ଭାରତକୁ ଜୋରଦାର ଝଟ୍‌କା!

ଇସଲାମାବାଦ/ନୂଆଦିଲ୍ଲୀ: ପାକିସ୍ତାନର ସେନା ମୁଖ୍ୟ ମୁନୀର ଭାରତ ବିରୋଧରେ ନିୟମିତ ଭାବେ ଷଡଯନ୍ତ୍ର କରୁଥିବା ଅଭିଯୋଗ ହେଉଛି। ସେ ପାକିସ୍ତାନର ପୂର୍ବତନ ‘ତିନି ଏ’ (Army, Allah, America) ରଣନୀତିକୁ ଆଗେଇ ନେଇ ଏକ ନୂଆ ଚତୁର୍ଥ ‘ଏ’ଆଟମ (Atomic Weapons)ଯୋଡିି ‘୪ଏ’ ରଣନୀତି ପ୍ଲାନ କରିଛନ୍ତି। ଯାହା ଭାରତ ପାଇଁ ଏକ ଗମ୍ଭୀର ଚ୍ୟାଲେଞ୍ଜ ସୃଷ୍ଟି କରୁଥିବା ଆଶଙ୍କା କରାଯାଉଛି।

ପାକିସ୍ତାନର ସେନା ଦୀର୍ଘ ଦିନ ଧରି ଦେଶର ରାଜନୀତି, ସମାଜ ଓ ରଣନୀତିକୁ ନିୟନ୍ତ୍ରଣ କରିଆସୁଛି। ଜେନେରାଲ ଜିଆ-ଉଲ-ହକଙ୍କ ଶାସନ କାଳରୁ ଆରମ୍ଭ ହୋଇଥିବା ‘ତିନି ଏ’ ରଣନୀତିରେ ସେନା (Army), ଧର୍ମ (Allah) ଓ ଆମେରିକାର ସମର୍ଥନ (America) ମୁଖ୍ୟ ଭୂମିକା ଗ୍ରହଣ କରିଥିଲା। ଏହା ପାକିସ୍ତାନର ସେନାକୁ ରାଜନୈତିକ ଶକ୍ତି, ଧାର୍ମିକ ବୈଧତା ଓ ଆମେରିକାର ଆର୍ଥିକ ତଥା ରଣନୈତିକ ସହାୟତା ଯୋଗାଇ ଦେଇଥିଲା। ୨୦୨୫ରେ ଆସିମ ମୁନୀର ଏହି ରଣନୀତିରେ ‘ଆଟମ’ ବା ପରମାଣୁ ଅସ୍ତ୍ରକୁ ଯୋ ଏକ ନୂଆ ଓ ଅଧିକ ବିପଜ୍ଜନକ ଅଧ୍ୟାୟ ଆରମ୍ଭ କରିଛନ୍ତି। ସେ ଆମେରିକାର ଟାମ୍ପାଠାରେ ଏକ କାର୍ଯ୍ୟକ୍ରମରେ କହିଛନ୍ତି, ଆମେ ଏକ ପରମାଣୁ ଶକ୍ତି ସମ୍ପନ୍ନ ଦେଶ। ଯଦି ଆମେ ଭାବୁଛୁ ଆମେ ଧ୍ୱଂସ ହେବୁ, ତେବେ ଆମେ ଅଧା ବିଶ୍ୱକୁ ସାଙ୍ଗରେ ନେଇଯିବୁ। ଏହି ବୟାନ ଭାରତ ବିରୋଧରେ ସିଧାସଳଖ ପରମାଣୁ ଧମକ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri