Posted inଜାତୀୟ

ଭାଜପାର ଦେଶବ୍ୟାପୀ ବିରୋଧ ପ୍ରଦର୍ଶନ ସହ ବିଲାୱଲ ଭୁଟ୍ଟୋଙ୍କ କୁଶ ପୁତ୍ତଳିକା କରାଯିବ ଦାହ

ନୂଆଦିଲ୍ଲୀ,୧୭ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଜର୍ଦ୍ଦାରୀଙ୍କ ପକ୍ଷରୁ ଦିଆଯାଇଥିବା ଅପମାନଜନକ ଟିପ୍ପଣୀ ବିରୋଧରେ, ଶନିବାର ଅର୍ଥାତ୍ ୧୭ ଡିସେମ୍ବରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯିବ । ଭାଜପା ପକ୍ଷରୁ ଶୁକ୍ରବାର ଏକ ବୟାନରେ କୁହାଯାଇଛି, ସାରା ଦେଶର ରାଜ୍ୟ ରାଜଧାନୀରେ ବିରୋଧ ପ୍ରଦର୍ଶନ କରାଯିବ । ଭାଜପା କର୍ମୀ ପାକିସ୍ତାନ ଓ ପାକିସ୍ତାନର ବୈଦେଶିକ ମନ୍ତ୍ରୀଙ୍କ କୁଶ କୁତ୍ତଳିକା ଦାହ କରିବା ସହ ତାଙ୍କ ଅପମାନଜନକ ଟିପ୍ପଣିର ନିନ୍ଦା କରିବେ ।
ଭାଜପା ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ବିଲାୱଲ ଭୁଟ୍ଟୋଙ୍କ ଟିପ୍ପଣିକୁ ଅତ୍ୟଧିକ ଅପମାନଜନକ ଓ କାପୁରୁଷପୂର୍ଣ୍ଣ ବୟାନ ବୋଲି କହିଛି । ଭାଜପା କହିଛି ଏହି ଟିପ୍ପଣୀ ପାକିସ୍ତାନର ଅର୍ଥବ୍ୟବସ୍ଥାର ଅବନତି, ପାକିସ୍ତାନରେ ବିସ୍ତାରଲାଭ କରିଥିବା ଅରାଜକତା ଉପରୁ ଧ୍ୟାନ ହଟାଇବାକୁ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?