‘ନ୍ୟୁଜିଲଣ୍ଡକୁ ପଠାଯାଇଥିବା ଧମକପୂର୍ଣ୍ଣ ଇମେଲ୍‌ ପଛରେ ଭାରତର ଲିଙ୍କ୍‌’

ଇସ୍‌ଲାମାବାଦ,୨୨।୯: ସୁରକ୍ଷାଗତ କାରଣ ଦର୍ଶାଇ ପାକିସ୍ତାନ ଗସ୍ତକୁ ବାତିଲ କରି ସ୍ବଦେଶ ଫେରିଯାଇଛି ନ୍ୟୁଜିଲାଣ୍ଡ କ୍ରିକେଟ ଦଳ। ତେବେ ଏହି ଗସ୍ତ ବାତିଲ ହେବା ପଛରେ ଭାରତର ଲିଙ୍କ୍‌ ରହିଛି ବୋଲି ପାକିସ୍ତାନ ସୂଚନା ମନ୍ତ୍ରୀ ଫଓ୍ବାଦ ଚୌଧୁରୀ କହିଛନ୍ତି।

ନ୍ୟୁଜିଲାଣ୍ଡ କ୍ରିକେଟ ଦଳକୁ ଯେଉଁ ଧମକପୂର୍ଣ୍ଣ ଇମେଲ ଆସିଥିଲା, ତାହାକୁ ଭାରତରୁ ପଠାଯାଇଥିଲା। ଏହି ଧମକ କାରଣରୁ ପାକିସ୍ତାନ ଗସ୍ତକୁ ବାତିଲ କରି ଚାଲି ଯାଇଥିଲା ନ୍ୟୁଜିଲାଣ୍ଡ। ଧମକପୂର୍ଣ୍ଣ ଇମେଲ୍‌ରେ ଭାରତର ଲିଙ୍ଗ୍‌ ଥିବା ତଦନ୍ତକାରୀ ଏଜେନ୍ସି ସୂଚନା ଦେଇଛି। ଏହା ପାକିସ୍ତାନ କ୍ରିକେଟ ବିରୋଧରେ ଏକ ଷଡ଼ଯନ୍ତ୍ର ବୋଲି ଚୌଧୁରୀ କହିଛନ୍ତି। ତେବେ ପାକିସ୍ତାନର ଅଭିଯୋଗ ଭିତ୍ତିହୀନ ଓ ଅମୂଳକ ଦର୍ଶାଇଛନ୍ତି ଭାରତର ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ଅରିନ୍ଦମ ବାଗଚି।


Enter your email to get our daily news in your inbox.

All Right Reserved By Dharitri.Com

ମୁଦ୍ରା ବ୍ୟବହାର କମାଇଲା ଇରାନ

ଦୁବାଇ,୬ା୩: ଇରାନରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସେଠାରେ କାଗଜ ମୁଦ୍ରା ବ୍ୟବହାର ଯଥା ସମ୍ଭବ କମାଇବା ପାଇଁ ସରକାର ଦେଶବାସୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଇରାନରେ...

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ଏଭଳି ଦେଖିପାରିବେ ଐତିହାସିକ ମ୍ୟାଚ୍‌ର ଲାଇଭ୍‌ ଭଳି ପ୍ରସାରଣ…

ନୂଆଦିଲ୍ଲୀ,୨୪।୧୦: ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଭାରତ-ପାକିସ୍ତାନ ମହାମୁକାବିଲାର ମଜା ଉଠାଇଛନ୍ତି କ୍ରିକେଟ ପ୍ରଶଂସକ। ପାକିସ୍ତାନ ବିପକ୍ଷ ଏହି ରୋମାଞ୍ଚକର ମ୍ୟାଚ୍‌ରେ ଭାରତ ୪ ଉଇକେଟରେ...

ଷ୍ଟେଜରେ ପରଫର୍ମ କରୁଥିବା ସମୟରେ ର‌୍ୟାପର କୋଷ୍ଟା ଟିଚଙ୍କ ପରଲୋକ, ସାମ୍ନାକୁ ଆସିଲା ମୃତ୍ୟୁ ପୂର୍ବର ଭିଡିଓ

ଜୋହାନସବର୍ଗ,୧୨ ।୩: ଦକ୍ଷିଣ ଆଫ୍ରିକାର ର‌୍ୟାପର ଓ ମ୍ୟୁଜିସିୟାନ କୋଷ୍ଟା ଟିଚ ଜୋହାନସବର୍ଗରେ ଏକ କନସର୍ଟରେ ପରଫର୍ମ କରୁଥିବା ସମୟରେ ବେହୋସ ହୋଇ ପଡିଯାଇଥିଲେ ।...

ସର୍ବିୟା ଅଭିନେତ୍ରୀଙ୍କୁ ପଟାଖା କହିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୧।୧- ଆହତ ସମସ୍ୟା ଯୋଗୁ ଜାତୀୟ ଦଳରୁ ବାଦ୍‌ ପଡ଼ିଥିବା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଛାଡ଼ିଛନ୍ତି। ଉକ୍ତ ଫଟୋରେ ହାର୍ଦ୍ଦିକଙ୍କ ସହ...

ଆଜି ହାଓଡି ମୋଦି କାର୍ଯ୍ୟକ୍ରମ

ହ୍ୟୁଷ୍ଟନ୍‌,୨୨ା୯(ଆଇଏଏନ୍‌ଏସ୍‌): ଆମେରିକାର ଟେକ୍ସାସ୍‌ ପ୍ରଦେଶ ଅନ୍ତର୍ଗତ ହ୍ୟୁଷ୍ଟନ୍‌ ସହରରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇବା ପାଇଁ ଅନୁଷ୍ଠିତ ହେବ ‘ହାଓଡି ମୋଦି’ କାର୍ଯ୍ୟକ୍ରମ।...

କଶ୍ମୀର ଖେଳାଳିଙ୍କୁ ମାଗଣା ଟ୍ରେନିଂ ଦେବାକୁ ଚାହୁଁଛନ୍ତି ଧୋନୀ

ରାଞ୍ଚି, ୧୩।୮:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଏବେ ଜମ୍ମୁ-କଶ୍ମୀରରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ନେଉଛନ୍ତିି। ଧୋନୀ...

ଯୁବରାଜ କ୍ରିକେଟର ଜଣେ ଯୋଦ୍ଧା: ଅମିତ ଶାହ

ନୂଆଦିଲ୍ଲୀ, ୧୧।୬: ଭାରତୀୟ କ୍ରିକେଟ ଦଳର ବାମହାତୀ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହ ସୋମବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କୁ ସାଥୀ...

ହାଲେପ୍‌ ଇଟାଲିଆନ ଓପନ୍‌ ସେମିଫାଇନାଲରେ

ରୋମ୍‌, ୨୦ା୯ (ଏପି)-ପିଠିର ନିମ୍ନ ଭାଗରେ ଯନ୍ତ୍ରଣା ଯୋଗୁ କାଜାଖସ୍ତାନର ୟୁଲିଆ ପୁଟିଣ୍ଟସେଭା ମ୍ୟାଚ୍‌ ଅଧାରୁ ଓହରିଯିବା ଫଳରେ ଟପ୍‌ ସିଡ୍‌ ସିମୋନା ହାଲେପ୍‌ ପ୍ରଥମ...

Advertisement
Archives

Model This Week