ପାକିସ୍ତାନ ସବୁଠାରୁ ଦୁର୍ବଳ ଅର୍ଥବ୍ୟବସ୍ଥା: ବିଶ୍ୱବ୍ୟାଙ୍କ…

ଓ୍ବାଶିଂଟନ,୧୯।୧ : ବିଶ୍ୱବ୍ୟାଙ୍କ ପାକିସ୍ତାନକୁ ଦକ୍ଷିଣ ଏସିଆର ସବୁଠାରୁ ଦୁର୍ବଳ ଅର୍ଥନୀତି ବୋଲି କହିଛି। ବିଶ୍ୱବ୍ୟାଙ୍କର ଗ୍ଲୋବାଲ ଇକୋନୋମିକ ପ୍ରସ୍ପେଟକ୍ସ ରିପୋର୍ଟ ଅନୁଯାୟୀ ପାକିସ୍ତାନର ଆର୍ଥିକ ଅଭିବୃଦ୍ଧି ହାର ଚଳିତ ବର୍ଷ ମାତ୍ର ୧.୭ ପ୍ରତିଶତ ହେବ।

ଅନ୍ୟପକ୍ଷରେ, ଆବଶ୍ୟକ ସଂସ୍କାର ନକରିବାରୁ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ୧.୧ ବିଲିୟନ ଡ଼ଲାରର ଦୁଇଟଋଣ ଅନୁମୋଦନ ଉପରେ ନିଷ୍ପତ୍ତି ସ୍ଥଗିତ ରଖିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ଆଇଏମଏଫରୁ ସହାୟତା ଲୋଡିଥିଲେ, କିନ୍ତୁ ଏହା ବଦଳରେ ଆଇଏମଏଫ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି କରିବାର ସର୍ତ୍ତ ରଖିଥିଲା। ଚଳିତ ବର୍ଷ ପାକିସ୍ତାନରେ ହେବାକୁ ଥିବା ନିର୍ବାଚନକୁ ଦୃଷ୍ଟିରେ ରଖି ଶେହବାଜ ସରିଫ ସରକାର ଇନ୍ଧନର ମୂଲ୍ୟ ବୃଦ୍ଧି କରିବାକୁ ଚାହୁଁନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?