Posted inଖେଳ

ପାକିସ୍ତାନ ଟି୨୦ ଦଳରେ ପୂର୍ବତନ ଅଧିନାୟକଙ୍କ ପୁଅ

କରାଚୀ,୪।୬: ଆଗକୁ ହେବାକୁ ଥିବା ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଗସ୍ତ ପାଇଁ ପିସିବି ପକ୍ଷରୁ ଘୋଷଣା କରାଯାଇଛି ପାକିସ୍ତାନ ଟି୨୦ ଦଳ। ଏହି ଦଳରେ ସ୍ଥାନ ପାଇଛନ୍ତି ପୂର୍ବତନ ଅଧିନାୟକ ମୋଇନ ଖାଁଙ୍କ ପୁଅ ଆଜାମ। ମୋଇନଙ୍କ ୨୨ ବର୍ଷୀୟ ପୁଅଙ୍କୁ ଜାତୀୟ ଦଳରେ ସ୍ଥାନ ଦେଇ ପିସିବି ଚୟନକର୍ତ୍ତା ସଭିଙ୍କୁ ଚକିତ କରି ଦେଇଛନ୍ତି। ଆଜାମ ଘରୋଇ କ୍ରିକେଟରେ ମାତ୍ର ଗୋଟିଏ ପ୍ରଥମଶ୍ରେଣୀ ମ୍ୟାଚ୍‌ ଓ ୩୬ଟି ଘରୋଇ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।

ତେବେ ବଡ଼ ବଡ଼ ଛକା ମାରିବା ପାଇଁ ସେ ଜଣାଶୁଣା। ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଓ ଶ୍ରୀଲଙ୍କା ପ୍ରିମିୟର ଲିଗ୍‌ରେ ଆଜାମ ତାଙ୍କ ସିକ୍ସ ହିଟିଂ ପାଓ୍ବାର ଦେଖାଇ ସାରିଛନ୍ତି। ତାଙ୍କ ଚୟନ ପଛରେ ଏହା ହିଁ କାରଣ ହୋଇଥାଇପାରେ।

୧୯୯୦ରୁ ୨୦୦୪ ପର୍ଯ୍ୟନ୍ତ ଖେଳିଥିବା ମୋଇନ ପାକିସ୍ତାନ କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ଉଇକେଟକିପର। ନିଜ ସମୟରେ ବଡ଼ ବଡ଼ ଛକା ମାରିବା ପାଇଁ ସେ ବେଶ୍‌ ଜଣାଶୁଣା ଥିଲେ। କ୍ୟାରିୟରରେ ୬୯ ଟେଷ୍ଟ ଓ ୨୧୯ ଦିନିକିଆ ମ୍ୟାଚ୍‌ ଖେଳିଥିବା ଉଇକେଟକିପର ବ୍ୟାଟ୍ସମ୍ୟାନଙ୍କ ନାମରେ ମୋଟ ୬,୦୦୭ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୪।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri