ପାକିସ୍ଥାନ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ: ବାଇଡେନ

ଓ୍ବାଶିଂଟନ,୧୫।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ଥାନକୁ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ ବୋଲି କହିଛନ୍ତି। ଋଷିଆ-ୟୁକ୍ରେନ ଯୁଦ୍ଧ ଦ୍ୱାରା ବିଶ୍ୱରେ କିଭଳି ପ୍ରଭାବ ପକାଇଛି,ସେହି ବିଷୟରେ ଆଲୋଚନା କରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏଭଳି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ପାକିସ୍ତାନର ଦୁନିଆର ସବୁଠାରୁ ବିପଜ୍ଜନକ ଦେଶ ମଧ୍ୟରୁ ଗୋଟିଏ। ରାଷ୍ଟ୍ରପତିଙ୍କ ଏଭଳି ମନ୍ତବ୍ୟ ପରେ ପାକିସ୍ଥାନ-ଆମେରିକାର ସମ୍ପର୍କକୁ ମଧ୍ୟ ବିଭିନ୍ନ ମହଲରେ ଆଲୋଚନା ହେଉଛି। ସୂଚନାଯୋଗ୍ୟ, କିଛି ଦିନ ତଳେ ଆମେରିକା ପାକିସ୍ଥାନ ଏଫ୍‌-୧୬ ଯୁଦ୍ଧ ବିମାନର ରକ୍ଷଣ ବେକ୍ଷଣକୁ ନେଇ ଆର୍ଥିକ ସହାୟତା ଦେବା ନେଇ ଏକ ପ୍ରସ୍ତାବ ମଞ୍ଜୁର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri