ପାକିସ୍ଥାନ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ: ବାଇଡେନ

ଓ୍ବାଶିଂଟନ,୧୫।୧୦: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ଥାନକୁ ବିଶ୍ୱର ସବୁଠାରୁ ବିପଜ୍ଜନକ ଦେଶ ବୋଲି କହିଛନ୍ତି। ଋଷିଆ-ୟୁକ୍ରେନ ଯୁଦ୍ଧ ଦ୍ୱାରା ବିଶ୍ୱରେ କିଭଳି ପ୍ରଭାବ ପକାଇଛି,ସେହି ବିଷୟରେ ଆଲୋଚନା କରି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏଭଳି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ପାକିସ୍ତାନର ଦୁନିଆର ସବୁଠାରୁ ବିପଜ୍ଜନକ ଦେଶ ମଧ୍ୟରୁ ଗୋଟିଏ। ରାଷ୍ଟ୍ରପତିଙ୍କ ଏଭଳି ମନ୍ତବ୍ୟ ପରେ ପାକିସ୍ଥାନ-ଆମେରିକାର ସମ୍ପର୍କକୁ ମଧ୍ୟ ବିଭିନ୍ନ ମହଲରେ ଆଲୋଚନା ହେଉଛି। ସୂଚନାଯୋଗ୍ୟ, କିଛି ଦିନ ତଳେ ଆମେରିକା ପାକିସ୍ଥାନ ଏଫ୍‌-୧୬ ଯୁଦ୍ଧ ବିମାନର ରକ୍ଷଣ ବେକ୍ଷଣକୁ ନେଇ ଆର୍ଥିକ ସହାୟତା ଦେବା ନେଇ ଏକ ପ୍ରସ୍ତାବ ମଞ୍ଜୁର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତାଇଓ୍ବାନ ଆକାଶମାର୍ଗରେ ୪ ଚାଇନା ଯୁଦ୍ଧ ବିମାନର ଅନୁପ୍ରବେଶ…

ବେଜିଂ,୭।୧୨: ଚାଇନା ପୁଣି ଥରେ ତାଇଓ୍ବାନ ଉପରେ ନିଜର ଦାଦାଗିରି ଆରମ୍ଭ କରିଛି। ତାଇୱାନର ଆକାଶ ମାର୍ଗ ସୀମାରେ ଚାଇନାର ୪ ଯୁଦ୍ଧ ବିମାନ ପୁଣି...

ଆତଙ୍କବାଦୀ ଶାଲୋବାରଙ୍କୁ ହତ୍ୟା

ଇସଲାମାବାଦ,୫ ।୩: ପାକିସ୍ତାନରେ ଭାରତର ଆଉ ଜଣେ ଶତ୍ରୁଙ୍କ ନିଧନ ହୋଇଛି । ଅଞ୍ଜାତ ବନ୍ଧୁକଧାରୀ ଖେବର ପଖତୁନୱାରେ ଆତଙ୍କବାଦୀ କମାଣ୍ଡର ସୈୟଦ ନୁର ଶାଲେବାରଙ୍କୁ...

‘ଓମିକ୍ରନ୍‌କୁ ହାଲୁକା ଭାବରେ ନିଅନ୍ତୁ ନାହିଁ’

ଓ୍ବାଶିଂଟନ,୧୯ା୧: କରୋନା ଭାଇରସ ବିଶେଷକରି ଓମିକ୍ରନକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଆଡାନମ ଘେବ୍ରେୟେସସ୍‌ ପୁଣି ଥରେ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି,...

୧୨ରୁ ୧୫ ବର୍ଷ ବୟସ୍କ ପିଲାଙ୍କୁ କରୋନା ଟିକା: ସରକାର ଦେଲେ ମଞ୍ଜୁରୀ…

ଓ୍ବାଶିଂଟନ,୧୧।୫: କରୋନା ଭୂତାଣୁ ଦ୍ୱାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ବୟସ୍କଙ୍କ ପାଇଁ କରୋନା ଟିକା ଉପଲବ୍ଧ ଥିବାବେଳେ ଛୋଟ ପିଳାଙ୍କ ଲାଗି ଟିକା ନ...

ଭାରତ-ଚାଇନା ଆମେରିକା ୟୁରୋପୀୟ ଦେଶଠାରୁ ଆଗୁଆ: ରୁଷିଆ…

ମସ୍କୋ/ନୂଆଦିଲ୍ଲୀ,୨୮।୧ : ରୁଷିଆ ପୁଣିଥରେ ଭାରତ ଏବଂ ଚାଇନାକୁ ପ୍ରଶଂସା କରିଛି। ଏହାକୁ ନେଇ ଆମେରିକା ଏବଂ ୟୁରୋପୀୟ ଦେଶଗୁଡିକର ଚିନ୍ତା ବଢ଼ିବାରେ ଲାଗିଛି। ରୁଷିଆର...

ପ୍ରବଳ ବର୍ଷାରେ ବେହାଲ୍‌ ଆମେରିକା : ହ୍ବାଇଟ୍‌ ହାଉସରେ ପଶିଲା ପାଣି

ଓ୍ବାଶିଂଟନ,୯।୭: ଗତ ସୋମବାର ଆମେରିକାରେ ପ୍ରବଳ ବର୍ଷା ହେବା ଫଳରେ ବିଭିନ୍ନ ସହର ଜଳମଗ୍ନ ହେବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏମିତିକି ଆମେରିକାର...

ଆର୍‌ଏସ୍‌ଏସ୍ ସହ ଜଡିତ ସଦସ୍ୟଙ୍କର ବାଇଡେନଙ୍କ ଟିମ୍‌ରେ ସ୍ଥାନ ନାହିଁ!

ୱାଶିଂଟନ,୨୨ ।୧: ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ୨୦ ଜାନୁୟାରୀ ବୁଧବାର ଶପଥ ଗ୍ରହଣ କରି ସାରିଛନ୍ତି । ଏବେ ତାଙ୍କ...

ଏବେ ଏଷ୍ଟୋନିଆ-ଲାଟିଭିଆ-ଲିଥୋନିଆ ଉପରେ ପୁଟିନ୍‌ଙ୍କ ନଜର…

ମସ୍କୋ/ଓ୍ବାଶିଂଟନ, ୨୬।୨ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ତେବେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ କେବଳ ଏତିକିରେ ସନ୍ତୁଷ୍ଟ ହେବେ ନାହିଁ। ଅଗାମୀ...

Advertisement
Archives

Model This Week