Posted inଖେଳ

ଟସ୍‌ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି: ନ୍ୟୁଜିଲାଣ୍ଡର ବ୍ୟାଟିଂ ଜାରି…

ବେଙ୍ଗାଲୁରୁ,୪।୧୧: ବେଙ୍ଗାଲୁରୁସ୍ଥିତ ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ୨୦୨୩ କ୍ରିକେଟ ବିଶ୍ୱକପର ଶନିବାର ଖେଳାଯାଉଥିବା ୩୫ତମ ଗୁରୁତ୍ୱପୂର୍ଣ୍ଣ ଲିଗ୍‌ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ବ୍ୟାଟିଂ ଆରମ୍ଭ କରିଛି। ୩ ଓଭର ଖେଳ ସୁଦ୍ଧା ନ୍ୟୁଜିଲାଣ୍ଡ ବିନା କୌଣସି ଉଇକେଟ ହରାଇ ୧୬ ରନ୍‌ କରିଛି।

ଅନ୍ୟପକ୍ଷେ ଏହି ମ୍ୟାଚଟି ଉଭୟ ଦଳ ପାଇଁ ବେଶ୍‌ ଗୁରୁତ୍ୱବହନ କରୁଛି। କାରଣ କ୍ରମାଗତ ୪ ବିଜୟ ପରେ ୩ ପରାଜୟ ବରଣ କରି ନ୍ୟୁଜିଲାଣ୍ଡ ଆଶା ଓ ଆଶଙ୍କା ମଧ୍ୟରେ ରହିଛି। କାରଣ ଆଉ ଗୋଟିଏ ମ୍ୟାଚ ହାରିଲେ ଦଳପାଇଁ ଟପ୍‌-୪ରେ ରହିବା କଷ୍ଟକର ହୋଇପଡ଼ିବ। ଅନ୍ୟପକ୍ଷେ ପ୍ରତିଯୋଗିତାରେ ପାକିସ୍ତାନ ସ୍ଥିର ପ୍ରଦର୍ଶନ ଦେଇପାରି ନାହିଁ। ୭ ମ୍ୟାଚରୁ ଦଳ ମାତ୍ର ୩ଟି ମ୍ୟାଚ୍‌ରେ ବିଜୟ ହାସଲ କରିପାରିଛି। ଆଗାମୀ ମ୍ୟାଚରେ ଯଦି ଦଳ ପରାଜିତ ହୁଏ ତେବେ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିବ। ତେଣୁ ଏହି ମ୍ୟାଚଟି ଉଭୟ ଦଳ ପାଇଁ ‘କର ଅବା ମର’ ସ୍ଥିତି ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

ଜମିପଟ୍ଟା ପ୍ରଦାନ ଦାବି, କୃଷକ ସଭା ପକ୍ଷରୁ ତହସିଲ ଅଫିସ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୧୮।୩(ସବିତାମିଶ୍ର): ଜମିହୀନଙ୍କୁ ଜମିପଟ୍ଟା ପ୍ରଦାନ ଦାବିରେ ଓଡିଶା କ୍ରୁଷକସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ପି ହରିକ୍ରୁଷ୍ଣରେଡୀଙ୍କ ନେତୃତ୍ବରେ ପୁରୁଷୋତ୍ତମପୁର ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ ସହ…

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

ଇଶାନ କିଷାନଙ୍କୁ ବଡ ଦାୟିତ୍ୱ ଦେଲା ସନରାଇଜର୍ସ ହାଇଦ୍ରାବାଦ, କମିନ୍ସଙ୍କ ଅନୁପସ୍ଥିତିରେ…

ହାଇଦ୍ରାବାଦ,୧୮।୩: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୬ ସିଜନ ଆରମ୍ଭ ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ (SRH) ଏକ ବଡ଼ ଘୋଷଣା କରିଛି। ଦଳର ନିୟମିତ ଅଧିନାୟକ ପ୍ୟାଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri