Posted inଖେଳ

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି। ଏହି ପରାଜୟ ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିଛି। ଫଳରେ ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲରେ ପ୍ରବେଶ କରିଛି।
ତେବେ ପାକିସ୍ତାନକୁ ସେମିଫାଇନାଲକୁ ଯିବା ପାଇଁ ଅତିକମରେ ୬୫ ରନ ବ୍ୟବଧାନରେ ବିଜୟୀ ହେବାର ଆବଶ୍ୟକତା ଥିଲା। ପ୍ରଥମେ ବ୍ୟାଟିଂ କରି ସଲମାନ ଆଗାଙ୍କ ନେତୃତ୍ୱାଧୀନ ପାକିସ୍ତାନ ଦଳ ୨୦ ଓଭରରେ ୮ ଉଇକେଟ ହରାଇ ୨୧୨ ରନ୍‌ର ଏକ ବିଶାଳ ସ୍କୋର ଛିଡ଼ା କରିଥିଲା। ଜବାବରେ ନ୍ୟୁଜିଲାଣ୍ଡର ନେଟ ରନ-ରେଟ୍‌କୁ ପଛରେ ପକାଇବା ପାଇଁ ପାକିସ୍ତାନକୁ ଶ୍ରୀଲଙ୍କା ଦଳକୁ ୧୪୭ ରନ ମଧ୍ୟରେ ଅଟକାଇବାର ଥିଲା। କିନ୍ତୁ ଶ୍ରୀଲଙ୍କା ବ୍ୟାଟରମାନେ ଚମତ୍କାର ପ୍ରଦର୍ଶନ କରି ଏହି ଲକ୍ଷ୍ୟ ପାର କରିଯାଇଥିଲେ, ଯାହାଫଳରେ ପାକିସ୍ତାନର ସେମିଫାଇନାଲ ଆଶା ମଉଳି ଯାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri