ଇସ୍ରୋକୁ କରୁଥିଲେ ପରିହାସ, ଏବେ ଚନ୍ଦ୍ରୟାନ -୩କୁ ଲାଇଭ ଦେଖିବାକୁ କରୁଛନ୍ତି ଦାବି

ଇସଲାମାବାଦ,୨୩।୮: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)କୁ ପରିହାସ କରିବା ପରେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ ଫୱାଦ ହୁସେନ ମଙ୍ଗଳବାର ଭାରତର ତୃତୀୟ ଚନ୍ଦ୍ର ମିଶନ ‘ଚନ୍ଦ୍ରୟାନ’କୁ ପ୍ରଶଂସା କରି ଏହାକୁ ମାନବଜାତି ପାଇଁ ଏକ ଐତିହାସିକ ମୁହୂର୍ତ୍ତ ବୋଲି କହିଛନ୍ତି।

ଇମ୍ରାନ୍‌ ଖାନଙ୍କ ଶାସନ ଅଧୀନରେ ଥିବା ପୂର୍ବତନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଫୱାଦ ବୁଧବାର ସାରେ ଚନ୍ଦ୍ରୟାନ-୩ର ଚନ୍ଦ୍ରପୃଷ୍ଟରେ ଅବତରଣ କରିବା ବେଳେ ଦେଶରେ ପ୍ରସାରଣ କରିବାକୁ ଦାବି କରିଛନ୍ତି।

ସେ ଟୁଇଟରରେ ଲେଖିଛନ୍ତି ଯେ, ପାକ୍‌ ଗଣମାଧ୍ୟମକୁ ଆସନ୍ତାକାଲି ସନ୍ଧ୍ୟା ୬.୧୫ରେ ଚନ୍ଦ୍ରୟାନର ଚନ୍ଦ୍ର ଅବତରଣକୁ ଦେଖାଇବା ଉଚିତ୍‌। ମାନବଜାତି ପାଇଐତିହାସିକ ମୁହୂର୍ତ୍ତ, ବିଶେଷ କରି ଭାରତର ଲୋକ, ବୈଜ୍ଞାନିକ ଏବଂ ମହାକାଶ ସମ୍ପ୍ରଦାୟ ପାଇଁ ଅନେକ ଅନେକ ଅଭିନନ୍ଦନ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ଣ୍ଣାମେଣ୍ଟ: ସ୍ବାମ୍‌ ଟିମ୍‌କୁ ହରାଇ କରଞ୍ଜିଆ ଚମ୍ପିୟାନ

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସ୍ବାମ ବିରଜୟ ଗୋବିନ୍ଦପୁର ଶାସନ ଭଲିବଲ ଆସୋସିଏଶନ ପକ୍ଷରୁ ଶୁକ୍ରବାର ଦିବାରାତ୍ର ସ୍ବାମ…

ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି…

India-US Trade Deal: ‘ବନ୍ଧୁ ଆଉ ବନ୍ଧୁ ହୋଇ ରହିଲେ ନାହିଁ…’, ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିକୁ ନେଇ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ମଧ୍ୟରେ ଘୋଷଣା ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାତୀୟ ରାଜନୀତିକୁ ଉଷ୍ମ କରିଛି। ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ ପ୍ରଧାନମନ୍ତ୍ରୀ…

ଜିଲାକୁ ରହିଛି ପ୍ରାକୃତିକ ବିପର୍ଯ୍ୟୟ ଭୟ: ସାମୁଦ୍ରିକ ପ୍ରାଚୀର, ହେନ୍ତାଳ ବଣ ପ୍ରସ୍ତାବରେ ସୀମିତ

କେନ୍ଦ୍ରାପଡ଼ା, ୭ା୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ…

କାନ୍ଦିଲାଣି ପାକିସ୍ତାନ, ଚିନ୍ତାରେ ଚାଇନା! ଆମେରିକାର ଜବାବକୁ ନେଇ…

ନୂଆଦିଲ୍ଲୀ,୭।୨: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସମ୍ପ୍ରତି ପିଓକେର ମାଟିରୁ ‘କଶ୍ମୀର ପାକିସ୍ତାନ ହେବ’ ସ୍ଲୋଗାନ ଦେଇଥିଲେ। ମଞ୍ଚ ପ୍ରସ୍ତୁତ ଥିଲା, କରତାଳି ହୋଇଥିଲା, ଏବଂ ଇସଲାମାବାଦ…

ଅଳଙ୍କାର ଦେକାନରୁ ଚେନ୍ ଚୋରି କଲା ପାରା; ଥଣ୍ଟରେ ନେଇ ବେକରେ ପିନ୍ଧିଲା, ତାପରେ…

ଜୟପୁର,୭।୨: ରାଜସ୍ଥାନର ନାଗୌର ଜିଲାରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଏବଂ ମଜାଦାର ଖବର ସାମ୍ନାକୁ ଆସିଛି। ସାଧାରଣତଃ ଲୋକମାନେ ଚୋରି ଏବଂ ଡକାୟତି ରିପୋର୍ଟରେ ମଣିଷଙ୍କ କାର୍ଯ୍ୟ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ପଣ୍ୟାଗାର କେମିକାଲ ଗୋଦାମରୁ ଧୂଆଁ ନିର୍ଗତ: ସ୍ଥାନୀୟ ବାସିନ୍ଦାଙ୍କ ଆଖି, ନାକ ଜଳାପୋଡ଼ା

ମହାକାଳପଡ଼ା, ୭ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପାରାଦୀପ-ଚଣ୍ଡିଖୋଲ ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱ ମଶାକଣି ବଡ଼ଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri