ନିର୍ବାଚନ ପୂର୍ବରୁ ଶହବାଜଙ୍କ ବଡ ଦାବି, ପାକ୍‌ ଫେରିବେ ପଳାତକ ନୱାଜ ଶରିଫ

ଇସଲାମାବାଦ,୧୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଆସନ୍ତା ମାସରେ ପାକିସ୍ତାନକୁ ଫେରି ତାଙ୍କ ବିଚାରାଧୀନ କୋର୍ଟ ମାମଲାର ସମ୍ମୁଖୀନ ହେବେ ଏବଂ ସାଧାରଣ ନିର୍ବାଚନରେ ଦଳର ଅଭିଯାନର ନେତୃତ୍ୱ ନେବା ବାଇଁ ପାକିସ୍ତାନ ଫେରିବେ। ଏନେଇ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଏହି ସୂଚନା ଦେଇଛନ୍ତି।

୭୩ ବର୍ଷୀୟ ନଭେମ୍ବର ନୱାଜ ଶରିଫ ୨୦୧୯ଠାରୁ ବ୍ରିଟେନରେ ସ୍ବ- ନିବାସିତ ନିର୍ବାଚନରେ ରହୁଛନ୍ତି। ସେ ୨୦୧୮ରେ ଅଲ-ଅଜିଜିଆ ମିଲ୍ସ ଏବଂ ଆଭେନ୍‌ଫିଲ୍ଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ସେ ଲାହୋରର କୋଟ ଲଖପତ ଜେଲରେ ସାତ ବର୍ଷ କାରାଦଣ୍ଡ ଭୋଗିଥିଲେ। ଅଲ-ଅଜିଜିଆ ମିଲ୍ସ ମାମଲା ପୂର୍ବରୁ ତାଙ୍କୁ ଚିକିତ୍ସା ଆଧାରରେ ୨୦୧୯ରେ ଲଣ୍ଡନ ଯିବାକୁ ଅନୁମତି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?