ଇମ୍ରାନ୍‌ଙ୍କ ପାଇଁ ବଢିଲା ସମସ୍ୟା, ପିଟିଆଇକୁ ନିର୍ବାଚନ ଚିହ୍ନରୁ ବଞ୍ଚିତ କରିପାରନ୍ତି ଇସିପି

ଇସଲାମାବାଦ,୩।୮: ପାକିସ୍ତାନ ନିର୍ବାଚନ ଆୟୋଗ (ଇସିପି) ଇମ୍ରାନ୍‌ ଖାନଙ୍କ ପିଟିଆଇକୁ ଚେତାବନୀ ଦେଇ କହିଛନ୍ତି, ପାର୍ଟୀ ନିର୍ବାଚନ କରିବାରେ ବିଫଳ ହେବା ଉପରେ ଭବିଷ୍ୟତରେ ନିର୍ବାଚନ ଚିହ୍ନ ପାଇଁ ଅଯୋଗ୍ୟ ହୋଇପାରେ। ବୁଧବାର କମିଶନ ପିଟିଆଇ ମୁଖ୍ୟ ଇମ୍ରାନ୍‌ଙ୍କୁ ସମନ ଜାରି କରି ଶୁକ୍ରବାର ହାଜର ହେବାକୁ କହିଛନ୍ତି।

ରିପୋର୍ଟ ଅନୁଯାୟୀ, ଇସିପି ବୁଧବାର ପାକିସ୍ତାନ ତେହେରିକ-ଇ-ଇନସାଫ(ପିଟିଆଇ) ପାର୍ଟିକୁ ନିର୍ବାଚନ ଅଧିନିୟମର ଧାରା ୨୧୫ (୫) ଅନୁଯାୟୀ ବିଜ୍ଞପ୍ତି ଜାରି କରିଛନ୍ତି। ଇସିପି ପୂର୍ବରୁ ଏକ ବିଜ୍ଞପ୍ତି ଜାରି କରି କରି କହିଥିଲେ ଯେ, ଦଳର ସମ୍ବିଧାନ ଅନୁଯାୟୀ, ପିଟିଆଇ ମଧ୍ୟରେ ନିର୍ବାଚନ ୨୦୨୧ ଜୁନ ୧୩ରୁ ବିଚାରାଧୀନ ଅଛି।

ନିର୍ବାଚନ ଆୟୋଗ କହିଛନ୍ତି ଯେ ଗତ ବର୍ଷ ମେ’ରେ ପିଟିଆଇକୁ ଚୂଡ଼ାନ୍ତ ବିଜ୍ଞପ୍ତି ଦିଆଯାଇଥିଲା ଯେଉଁଥିରେ ବର୍ଦ୍ଧିତ ତାରିଖ ଭାବରେ ୧୩ଜୁନ ୨୦୨୨ପର୍ଯ୍ୟନ୍ତ ନିର୍ବାଚନ କରିବାକୁ ସମୟ ଦିଆଯାଇଥିଲା। ଏଥିସହ କୁହାଯାଇଥିଲା ଥିଲା ଯେ ସମୟ ଆଗକୁ ବଢାଯିବନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ: ଶତାଧିକ ଲୋକ ହେଲେ ଏକାଠି

ଦାରିଙ୍ଗବାଡି, ୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଅଞ୍ଚଳରେ ନିଶାମୁକ୍ତ ଅଞ୍ଚଳ ପାଇଁ ଜୋରଦାର ପଦକ୍ଷେପ ନେଲେ ଅଞ୍ଚଳବାସୀ। ଶତାଧିକ ମହିଳା ଓ…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

୨୦୩୨ ପର୍ଯ୍ୟନ୍ତ ଏହି ରାଶିକୁ କଲବଲ କରିବେ ଶନି! ଆଉ ୨ ରାଶି ହେବେ ପ୍ରଭାବିତ, ଜାଣି ନିଅନ୍ତୁ…

ନ୍ୟାୟର ଦେବତା ହେଉଛନ୍ତି ଶନି । ସାଡେ ସତୀ ସମୟରେ କିଛି ରାଶି ଉପରେ ତାଙ୍କର କଠୋର ଦୃଷ୍ଟି ପକାଇଥାନ୍ତି। ବର୍ତ୍ତମାନ ତିନୋଟି ରାଶି ଶନି ସାଡେ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri