ଆମେରିକା ରାଷ୍ଟ୍ରଦୂତଙ୍କୁ ସମନ ପାଇଁ ପାକିସ୍ତାନର ଯୋଜନା…

ଇସଲାମାବାଦ,୧୫।୧୦ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ଦେଶ ବୋଲି କହିଛନ୍ତି। ଏହାକୁ ନେଇ ପାକିସ୍ତାନକୁ ବଡ଼ ଝଟ୍‌କା ଲାଗିଛି। ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନ, ବିଶ୍ୱରେ ନିଜର ଭାବମୂର୍ତ୍ତିକୁ ଖରାପ କରିଦେଇଛି। ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ନେଇ ପାକିସ୍ତାନ କ୍ରୋଧିତ ହୋଇଛି । ବାଇଡେନଙ୍କ ବିବୃତ୍ତି ପରେ ବର୍ତ୍ତମାନ ପାକିସ୍ତାନ ଆମେରିକାର ରାଷ୍ଟ୍ରଦୂତଙ୍କୁ ସମନ ଜାରି କରିବାକୁ ନିଷ୍ପତ୍ତି ନେଇଛି।

ଜିଓ ନ୍ୟୁଜ ରିପୋର୍ଟ କରିଛି ଯେ ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ଜରଦାରୀ ଶନିବାର କହିଛନ୍ତି ଯେ ଆମେରିକାର ଆଣବିକ ସାମର୍ଥ୍ୟ ସମ୍ପର୍କରେ ଆମେରିକାର ରାଷ୍ଟ୍ରପତିଙ୍କ ବିବୃତ୍ତି ପରେ ଆମେରିକାର ରାଷ୍ଟ୍ରଦୂତଙ୍କୁ ଡକାଇବାକୁ ନିଷ୍ପତ୍ତି ନିଆଯାଇଛି। ଡେମୋକ୍ରାଟିକ ପାର୍ଟିର କଂଗ୍ରେସ ଅଭିଯାନ କମିଟିର କାର୍ଯ୍ୟକ୍ରମରେ ବାଇଡେନ ପାକିସ୍ତାନ ବିରୋଧରେ ଏହି ବିବୃତ୍ତି ଦେଇଥିଲେ।

ସେ କିଥିଲେ ମୁଁ ଭାବୁଛି ପାକିସ୍ତାନ ହେଉଛି ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ଦେଶ। ପାକିସ୍ତାନ ପାଖରେ ଆଣବିକ ଅସ୍ତ୍ର ଅଛି କିନ୍ତୁ କୌଣସି ସୁରକ୍ଷା ବିନା ଏହାକୁ ରଖାଯାଇଛି। ବିଶ୍ୱର ପରିବର୍ତ୍ତିତ ଭୌଗାଳିକ ପରିସ୍ଥିତି ପ୍ରସଙ୍ଗରେ ଆମେରିକା ରାଷ୍ଟ୍ରପତି କହିଛନ୍ତି। ପାକିସ୍ତାନର ଆଣବିକ ଅସ୍ତ୍ରର ସୁରକ୍ଷାକୁ ନେଇ ପାଶ୍ଚାତ୍ୟ ଦେଶ ସବୁବେଳେ ଚିନ୍ତା ପ୍ରକଟ କରି ଆସିଛନ୍ତି। ସେମାନଙ୍କର ଚିନ୍ତା ହେଉଛି ପାକିସ୍ତାନର ଆଣବିକ ଅସ୍ତ୍ର ଆତଙ୍କବାଦୀ କିମ୍ବା ଜିହାଦୀଙ୍କ ହାତରେ ପଡିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ଡ୍ୟାମ୍‌ରେ ବଢୁଛି ଜଳପତ୍ତନ: ଗୋଟିଏ ଗେଟ୍‌ ଖୋଲି ନଦୀକୁ ଛଡ଼ାଗଲା ପାଣି

ଦିଗପହଣ୍ଡି,୨୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଘୋଡ଼ାହାଡ଼ ଡ୍ୟାମ୍‌ରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକର ଗୋଟିଏ ଗେଟ୍‌ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ଶନିବାର ସକାଳ ପ୍ରାୟ…

‘ଟ୍ରମ୍ପ ଆମ ଜୀବନ ବଞ୍ଚାଇଥିଲେ’ ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଏବେ ମଧ୍ୟ ଭୁଲିନାହିଁ ପାକିସ୍ତାନ; ମନେ ପକାଇ କହିଲା…

ଇସଲାମାବାଦ,୨୬।୯: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ମେ’ ୨୦୨୫ରେ ଭାରତ ଦ୍ୱାରା ପାକିସ୍ତାନ ବିରୋଧରେ ଆରମ୍ଭ କରାଯାଇଥିବା ‘ଅପରେଶନ ସିନ୍ଦୂର’ର ପ୍ରଭାବକୁ ଭୁଲି ନାହାନ୍ତି; ସେଥିପାଇଁ ସେ…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି।…

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?