Posted inଖେଳ

ଖେଳାଳିଙ୍କୁ ପାଞ୍ଚ ମାସ ହେଲା ଦରମା ଦେଇନି ପାକିସ୍ତାନ ବୋର୍ଡ, ବଡ଼ ଅଭିଯୋଗ ଲଗାଇଲେ ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ,୨୮/୧୦: ଶୁକ୍ରବାର ଦକ୍ଷିଣ ଆଫ୍ରିକା ଠାରୁ ହାରିବା ପରେ ପାକିସ୍ତନର ସେମିଫାଇନାଲ ରାସ୍ତା ଏକ ପ୍ରକାର କଷ୍ଟକର ହୋଇପଡିଛି। ଏହାରି ମଧ୍ୟରେ ପାକିସ୍ତାନ ଖେଳାଳିଙ୍କ ସହିତ ଜଡିତ ଏକ ଖବର ଆସିଛି ଯାହା ଖେଳାଳୀଙ୍କର ପ୍ରଦର୍ଶନ ଉପରେ ପ୍ରଭାବ ପକାଉଥିବା କୁହାଯାଉଛି।

ପାକିସ୍ତାନର ପୂର୍ବତ୍ତନ ଅଧିନାୟକ ରଶିଦ ଲତିଫ ପାକିସ୍ତାନ କ୍ରିକେଟ ବୋର୍ଡ ଉପରେ ବଡ ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ, ପିସିସବି ଅଧ୍ୟକ ଜାକା ଆଶ୍ରଫ ବାବର ଆଜାମଙ୍କ ମେସେଜକୁ ଅଣଦେଖା କରୁଛନ୍ତି। ଚଳିତ ବିଶ୍ୱକପରେ ପାକିସ୍ତାନ ୬ ମ୍ୟାଚରୁ ୪ ପରାଜୟ ସହିତ ଲିଗ ପର୍ୟାୟରୁ ବିଦାୟ ନେବାର ଆଶଙ୍କା ସୃଷ୍ଟି ହୋଇଛି। ପାକିସ୍ତାନ ବର୍ତ୍ତମାନ ପଏଣ୍ଟ ଟେବୁଲର ଷଷ୍ଠ ସ୍ଥାନରେ ଥିବା ବେଳେ ଲତିଫ କହିଛନ୍ତି ଯେ, ଖେଳାଳିମାନେ ଗତ ୫ ମାସ ହେବ ଦରମା ପାଇଁ ନାହାନ୍ତି।

ଏଭଳି ସ୍ଥିତିରେ ପିସିବିର ବରିଷ୍ଠ ଅଧିକାରୀ ଏବଂ ପିସିବି ସିଓଓ ସଲମାନ ନାସିର ମଧ୍ୟ ବାବରଙ୍କ ମେସେଜର ଜବାବ ଦେଉନାହାନ୍ତି। ପିସିବି କେବଳ ଖେଳାଳି ମାନଙ୍କର ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପୁଣିଥରେ କରାଯିବ ବୋଲି କହି ବସି ପଡିଛି। ତେବେ ଏଭଳି ସ୍ଥିତିରେ ଖେଳାଳିମାନେ ବୋର୍ଡର କଥା ଶୁଣିବେ କିପରି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri