ନୂଆଦିଲ୍ଲୀରେ ଏସସିଓ ବୈଠକ, ଭାଗନେଲେ ପାକ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା

ନୂଆଦିଲ୍ଲୀ/ଇସଲାମାବାଦ,୧୮ ।୩: ଭାରତକୁ ଏକ ପ୍ରତିନିଧିମଣ୍ଡଳ ପଠାଇବା ପାଇଁ ପାକିସ୍ତାନ ପକ୍ଷରୁ ପ୍ରତିବଦ୍ଧତା ସତ୍ତ୍ୱେ ଟେଲି କନଫରେନସିଂ ଜରିଆରେ ନୂଆଦିଲ୍ଲୀରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଙ୍ଗଠନ(ଏସସିଓ) ବୈଠକରେ ପାକ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କର ଜଣେ ଉପଦେଷ୍ଟା ଅଶଂଗ୍ରଣ କରିଥିଲେ । ଭାରତ ଏବେ ଏସସିଓର ଅଧ୍ୟକ୍ଷତା କରୁଛି । ଏଥିରେ ଚାଇନା, ଭାରତ, କାଜାକାସ୍ତାନ, କିର୍ଗିଜସ୍ଥାନ,ରୁଷିଆ, ପାକିସ୍ତାନ, ତାଜିକିସ୍ତାନ ଓ ଉଜବେକିସ୍ତାନ ଅନ୍ତର୍ଭୁକ୍ତ ।
ପାକ ବୈଦେଶିକ କାର୍ଯ୍ୟାଳୟର ପ୍ରବକ୍ତା ମମତାଜ ଜାହରା ବଲୋଚ ଶୁକ୍ରବାର ଦିନ ସପ୍ତାହିକ ସଂକ୍ଷିପ୍ତ ବୈଠକରେ କହିଛନ୍ତି ଯେ ପର୍ଯ୍ୟଟନ ଓ କ୍ରୀଡା ଉପରେ ପ୍ରଧାନମନ୍ତ୍ରଙ୍କ ପରାମର୍ଶଦାତା ଅନ ଚୌଧୁରି ଅନଲାଇନ ମାଧ୍ୟମରେ ଏସସିଓ(ହେଡସ୍ ଅଫ ଟୁରିଜିମ ଆଡମିନିଷ୍ଟ୍ରେଶନ) ବୈଠକରେ ପାକିସ୍ତାନକୁ ପ୍ରତିନିଧିତ୍ୱ କରିଛନ୍ତି । ସେ କହିଛନ୍ତି ଯେ ଜଣେ ସଦସ୍ୟ ଭାବେ ପାକିସ୍ତାନ ଏସସିଓ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ଜାରି ରଖିବ ଏବଂ ଏଥିରେ ମଧ୍ୟ ଗଠନମୂଳକ ଅବଦାନ ରହିବ ।
ସୂଚନାଯୋଗ୍ୟ, ମେ’ରେ ଗୋଆରେ ଏସସିଓ ବୈଦେଶିକ ମନ୍ତ୍ରୀଙ୍କ ବୈଠକ ହେବାକୁ ଥିବା ବେଳେ ପ୍ରତିରକ୍ଷାମନ୍ତ୍ରୀଙ୍କ ବୈଠକ ଏପ୍ରିଲରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ । ମେ’ରେ ହେବାକୁ ଥିବା ବୈଠକ ପାଇଁ ପାକିସ୍ତାନର ବୈଦେଶିକ ମନ୍ତ୍ରୀବିଲାୱଲ ଭୁଟ୍ଟୋ ଓ ଚାଇନା ବୈଦେଶିକ ମନ୍ତ୍ରୀ କିଙ୍ଗ ଗାଙ୍ଗଙ୍କ ସମେତ ଭାରତ ସରକାର ଏସସିଓ ସଦସ୍ୟ ରାଷ୍ଟ୍ରର ବୈଦେଶିକ ମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri