କଶ୍ମୀରକୁ ନେଇ ପାକିସ୍ତାନ-ଚଇନା ଭାଇ ଭାଇ, ଭାରତ ବିରୋଧରେ…

ନୂଆଦିଲ୍ଲୀ, ୯ା୬: ପାକିସ୍ତାନ ସହିତ ଏବେ ଚଇନା ହାତ ମିଶାଇ ଭାରତ ବିରୋଧୀ କାର୍ଯ୍ୟପାଇଁ ପ୍ରସ୍ତୁତ ହେଉଛି। ଦକ୍ଷିଣ ଏସିଆରେ ଶନିବାର ଦୁଇ ଦେଶ କଶ୍ମୀରକୁ ନେଇ ଥିବା ସମସ୍ୟାର ଏକତରଫା ସମାଧାନକୁ ବିରୋଧ କରିବା ନେଇ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଚଇନା ନେତୃତ଼୍ବଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ୍‌ କଶ୍ମୀର ସ୍ଥିତି ସମ୍ପର୍କରେ ସେମାନଙ୍କୁ ଅବଗତ କରାଇଛନ୍ତି । ଏହାଛଡ଼ା ଦୁଇ ଦେଶ ମଧ୍ୟରେ ସେନା ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଚର୍ଚ୍ଚା ହୋଇଥିବା ଜଣାପଡ଼ିଛି ।
ସରିଫ୍‌ଙ୍କ ୪ ଦିନିଆ ଚଇନା ଗସ୍ତ ଆଜି ସରିଛି । ମାର୍ଚ୍ଚରେ ପୁନର୍ବାର ପ୍ରଧାନମନ୍ତ୍ରୀ ହେବା ପରେ ସରିଫ୍‌ଙ୍କର ଇଏ ପ୍ରଥମ ଚଇନା ଗସ୍ତ। ଏହି ଗସ୍ତ ସମୟରେ ସରିଫ୍‌ ଚଇନାର ନିବେଶ ଏବଂ ସହାୟତା ଉପରେ ନଜର ରଖିଥିଲେ । ପାକିସ୍ତାନକୁ କିପରି ଚଇନା ଅଧିକ ସହାୟତା ଦେଇ ପାରିବ ସେ ନେଇ ବିଚାର ବିମର୍ଷ କରିଥିଲେ । ବର୍ତ୍ତମାନ ଅର୍ଥିକ ସଙ୍କଟର ସାମ୍ନା କରୁଥିବା ପାକିସ୍ତାନର ସ୍ଥିତି ସୁଧାରିବାକୁ ସରିଫ୍‌ ଚଇନା ଆଗରେ ଏକ ପ୍ରକାର ବୁଝାମଣା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri