ପାକିସ୍ତାନରେ ଜବରଦସ୍ତ କଳି, ଶହବାଜ ଶରିଫଙ୍କୁ ନେଇ କହିଲେ-ପ୍ରଧାନମନ୍ତ୍ରୀଙ୍କ ନାମରେ ‘ଜୋକର’

ଇସଲାମାବାଦ,୨୦ ।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ବିରୋଧି ଦଳଙ୍କ ଟାର୍ଗେଟରେ । ଦେଶରେ ଲାଗି ରହିଥିବା ସଙ୍କଟରୁ ବାହାରିବାକୁ ଶରିଫ ସାରା ବିଶ୍ୱର ସହଯୋଗ ଲୋଡିଛନ୍ତି । ଏହି କ୍ରମରେ ସେ ଭାରତଠାରୁ ବି ସହଯୋଗ ମାଗିବାକୁ କୁଣ୍ଠାବୋଧ କରି ନାହାନ୍ତି । ଏବେ ଏହାକୁ ନେଇ ତାଙ୍କୁ ସମାଲୋଚନା କରାଯିବା ସହ କଟାକ୍ଷ ବି କରାଯାଉଛି ।
ବିରୋଧି ନେତା ତଥା ଇମ୍ରାନ ଖାଁଙ୍କ ସରକାରରେ ମନ୍ତ୍ରୀ ଥିବା ଶିରିନ ମଜାରି ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କୁ ‘ଜୋକର’ ବୋଲି କହିଛନ୍ତି । ସେ କହିଛନ୍ତି ସେ ସେହି ପ୍ରସଙ୍ଗ ଉପରେ କଥା ହେବା ବନ୍ଦ କରି ଦେବା ଦରକାର , ଯାହାକୁ ନେଇ ତାଙ୍କ ପାଖରେ ସ୍ପଷ୍ଟ ବିଚାର ନାହିଁ ଆଉ ଯାହା କେବଳ ପାକିସ୍ତାନକୁ ଦୁର୍ବଳ କରୁଛି । ସେ ଭାରତଠାରୁ ଭିକ ମାଗି କହୁଛନ୍ତି ‘ପାକିସ୍ତାନ ବୁଦ୍ଧି ଶିଖି ସାରିଛି ।’
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କହିଥିଲେ କି ଆମେ ଭାରତ ସହ ୩ଟି ଯୁଦ୍ଧ ଲଢି ସାରିବା ପରେ ବୁଦ୍ଧି ଶିଖି ସାରିଛୁ । ଏବେ ଆମେ ଶାନ୍ତିରେ ରହିବାକୁ ଚାହୁଁଛୁ । ତେଣୁ ଗୋଟିଏ ଟେବୁଲରେ ବସି ଆଲୋଚନା କରିବାକୁ ସେ ରାଜି ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ ବୋଲି କୁହାଯାଉଛି। କାରଣ ଝିଅ ପୁଅ ବୋହୁ ମାନଙ୍କ ଅତିଷ ଯନ୍ତ୍ରଣା ଖୁବ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?