ଆଜି ସଂସଦ ଭାଙ୍ଗିବା ପାଇଁ ସୁପାରିସ କରିବେ ଶହବାଜ, ଗୃହ ମନ୍ତ୍ରୀ କହିଲେ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ଥଗିତ ରଖାଯିବ ସାଧାରଣ ନିର୍ବାଚନ

ଇସଲାମାବାଦ,୯।୮: ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ପାକିସ୍ତାନରେ କାର୍ଯ୍ୟକାଳ ଅଗଷ୍ଟ ୧୨ରେ ଶେଷ ହେବ। ଏହି କାରଣରୁ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ମଙ୍ଗଳବାର କହିଛନ୍ତି ଯେ, ପାକିସ୍ତାନର ଜାତୀୟ ବିଧାନସଭାକୁ ସମୟ ପୂର୍ବରୁ ଭାଙ୍ଗିବାକୁ ସେ ବୁଧବାର ରାଷ୍ଟ୍ରପତି ଆରିଫ ଅଲବିଙ୍କୁ ଚିଠି ଲେଖିବେ, ଯାହାଫଳରେ ଦେଶରେ ନିର୍ବାଚନ ଶୀଘ୍ର ହୋଇପାରିବ। ଇସଲାମାବାଦରେ ଏକ କାର୍ଯ୍ୟକ୍ରମରେ ଶହବାଜ ଶରିଫ କହିଛନ୍ତି, ମଧ୍ୟବର୍ତ୍ତୀକାଳୀନ ସରକାର କାର୍ଯ୍ୟଭାର ସମ୍ଭାଳିବେ।

ଅନ୍ୟପକ୍ଷରେ, ଯଦି ପ୍ରଧାନମନ୍ତ୍ରୀ ଶହାବାଜଙ୍କ ସୁପାରିଶକୁ ଗ୍ରହଣ କରାଯାଏ, ତେବେ ସରକାର ୪୮ ଘଣ୍ଟା ମଧ୍ୟରେ ଭଙ୍ଗି ଦିଆଯିବ। ସରକାର ଘୋଷଣା କରିଛନ୍ତି, ନିର୍ଦ୍ଧାରିତ ଅବଧି ତିନି ଦିନ ପୂର୍ବରୁ ଜାତୀୟ ବିଧାନସଭା ଭଙ୍ଗାଯିବ, ଯାହା ପରେ ୯୦ ଦିନ ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri