୫ ଟିଟିପି ଆତଙ୍କବାଦୀଙ୍କୁ ଗିରଫ କଲା ପାକିସ୍ତାନ ପୋଲିସ…

ଇସଲାମାବାଦ,୭।୧ : ପାକିସ୍ତାନ ପୋଲିସ ପକ୍ଷରୁ ତେହରିକ-ଇ-ତାଲିବାନ ପାକିସ୍ତାନ(ଟିଟିପି) ଆତଙ୍କବାଦୀ ସଂଗଠନର ୫ ସଦସ୍ୟଙ୍କୁ ଗିରଫ କରିଛି। ପଞ୍ଜାବ ପ୍ରଦେଶରୁ ମିଳିଥିବା ଏକ ଗୁପ୍ତ ସୂଚନା ଆଧାରରେ ପୋଲିସ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା।

ପଞ୍ଜାବ ପୋଲିସର ଆତଙ୍କବାଦୀ ନିରୋଧି ବିଭାଗ ପକ୍ଷରୁ ଗୁପ୍ତ ସୂଚନା ଅଧାରରେ ପଦକ୍ଷେପ ଗ୍ରହଣ କରାଯାଇଥିଲା। ଆତଙ୍କବାଦୀଙ୍କୁ ପଞ୍ଜାବ ପ୍ରଦେଶର ଲାହୋର, ଓକେରା, ମଣ୍ଡି ବହାଉଦ୍ଦିନ, ଫୈସଲାବାଦ, ଲୈୟାହ ଆଦି ଅଞ୍ଚଳରେ ଚଢ଼ାଉ କରାଯାଇ ଗିରଫ କରାଯାଇଛି।

ଗିରଫ ହୋଇଥିବା ଆତଙ୍କବାଦୀଙ୍କ ପାଖରୁ ବିସ୍ଫୋରକ ସାମଗ୍ରୀ, ଆତ୍ମଘାତି ଜ୍ୟାକେଟ ଏବଂ କେତେକ ଆପତ୍ତିଜନକ ପତ୍ରିକା ଜବତ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କର ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସଆଇର ମୁଲାନ ଅଞ୍ଚଳର ନିର୍ଦ୍ଦେଶକ ନାଭିଦ ସାଦିକ ଏବଂ ଇନସ୍ପେକ୍ଟର ନାସିର ଅବ୍ବାସଙ୍କ ହତ୍ୟା ସହିତ କୌଣସି ସମ୍ପର୍କ ଅଛି କି ନାହିଁ ସେ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri