ପୁଣି ବଢିଲା ଇମ୍ରାନଙ୍କ ଅଡ଼ୁଆ

ଇସ୍‌ଲାମାବାଦ, ୧୯ା୩:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ଦଳର କେତେଜଣ ନେତାଙ୍କ ବିରୋଧରେ ରବିବାର ପୋଲିସ ଆତଙ୍କବାଦ ମାମଲା ରୁଜୁ କରିଛି। ଇମ୍ରାନଙ୍କ ବିରୋଧରେ ଦୁର୍ନୀତି ମାମଲାର ଶୁଣାଣି ପୂର୍ବରୁ ଇସ୍‌ଲାମାବାଦର ଏକ ଅଦାଲତ ବାହାରେ ତାଙ୍କ ଦଳର କର୍ମୀମାନେ ଭଙ୍ଗାରୁଜା କରିବା ସହ ସୁରକ୍ଷା କର୍ମଚାରୀମାନଙ୍କୁ ଆକ୍ରମଣ କରିଥିଲେ। ତୋଷଖାନା ମାମଲାର ଶୁଣାଣି ବେଳେ ହାଜର ହେବା ଲାଗି ଶନିବାର ଇମ୍ରାନ୍‌ ଇସ୍‌ଲାମାବାଦ ଜୁଡ଼ିସିଆଲ କମ୍ପ୍ଲେକ୍ସରେ ପହଞ୍ଚତ୍ବା ସମୟରେ କୋର୍ଟ ବାହାରେ ସୁରକ୍ଷା ବଳ ଓ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ) କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଫଳରେ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଜାଫର ଇକ୍‌ବାଲ ଶୁଣାଣିକୁ ୩୦ ତାରିଖକୁ ଘୁଞ୍ଚାଇ ଦେଇଥିଲେ। ଇମ୍ରାନଙ୍କ ସମେତ ୧୭ ପିଟିଆଇ କର୍ମୀଙ୍କ ବିରୋଧରେ ଇସ୍‌ଲାମାବାଦ ପୋଲିସ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?