ଇମ୍ରାନଙ୍କ ଉପରେ ମଙ୍ଗଳବାର ନିଆଯିବ ନିଷ୍ପତ୍ତି

ଇସଲାମାବାଦ୍‌,୪।୪:ପାକିସ୍ତାନରେ ରାଜନୈତିକ ସଙ୍କଟ ଥମିବାର ନା ଧରୁନି। ନ୍ୟାଶନାଲ୍‌ ଆସେମ୍ବ୍ଲି ଭଙ୍ଗ ବିରୋଧରେ ବିରୋଧୀଙ୍କ ଆବେଦନ ଉପରେ ପାକିସ୍ତାନର ସୁପ୍ରିମକୋର୍ଟରେ ଶୁଣାଣି ଆସନ୍ତାକାଲି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସୋମବାର ଶୁଣାଣି ସମୟରେ ସୁପ୍ରିମକୋର୍ଟ କହିଛନ୍ତି, ଉପବାଚସ୍ପତି କାସିମ ସୁରି ନିଜ ଅଧିକାରଠାରୁ ଅଧିକ କାର୍ଯ୍ୟ କରିଛନ୍ତି। ସମ୍ବିଧାନ ବିଷୟରେ ସୁପ୍ରିମକୋର୍ଟ କହିଛନ୍ତି, ନ୍ୟାଶନାଲ୍‌ ଆସେମ୍ବ୍ଲି ଭଙ୍ଗ ଉପରେ କେବଳ ବାଚସ୍ପତି ନିଷ୍ପତ୍ତି ନେଇପାରିବେ। ଆସନ୍ତାକାଲି ଅପରାହ୍ନ ୧୨ଟା (ପାକିସ୍ତାନ ସମୟ) ପର୍ଯ୍ୟନ୍ତ ମାମଲାର ଶୁଣାଣି ସ୍ଥଗିତ ରଖିଛନ୍ତି କୋର୍ଟ।
ସୂଚନାଯୋଗ୍ୟ,ପ୍ରଧନମନ୍ତ୍ରୀ ଇମ୍ରାନ ଖାନଙ୍କ ବିପକ୍ଷରେ ରବିବାର ବିରୋଦୀ ଦଳଗୁଡିକ ପକ୍ଷରୁ ଅଣାଯାଇଥିବା ଅନାସ୍ଥା ପ୍ରସ୍ତାବକୁ ନ୍ୟାଶନାଲ୍‌ ଆସେମ୍ବ୍ଲି ଉପବାଚସ୍ପତି କାସିମ ସୁରି ଅସାମ୍ବିଧାନିକ ଦର୍ଶାଇ ଖାରଜ କରିଦେଇଛନ୍ତି। ଇମ୍ରାନ ଏହି ନାସ୍ଥା ପ୍ରସ୍ତାବ ପଛରେ ବିଦେଶୀ ଶକ୍ତିଙ୍କ ହାତ ଥିବା ଦର୍ଶାଇ ପାର୍ଲାମେଣ୍ଟ ଭଙ୍ଗ ପାଇଁ ରାଷ୍ଟ୍ରପତି ଆରିଫ୍‌ ଅଲ୍‌ଭିଙ୍କୁ ସୁପାରିସ କରିଛନ୍ତି। ରାଷ୍ଟ୍ରପତି ନ୍ୟାଶନାଲ୍‌ ଆସେମ୍ବ୍ଲିକୁ ଭଙ୍ଗ କରି ୩ ମାସ ମଧ୍ୟରେ ସାଧାରଣ ନିର୍ବାଚନ କରାଇବାକୁ ପରାମର୍ଶ ଦେଇଛନ୍ତି। ଇମ୍ରାନଙ୍କ ଏହି ବିବାଦୀୟ ପଦକ୍ଷେପକୁ ବିରୋଦୀ ଦଳଗୁଡିକ ମିଳିତ ଭାବେ ପାକିସ୍ତାନ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri