Posted inଖେଳ

ସେମିରେ ପହଞ୍ଚିଲା ଅପରାଜେୟ ପାକିସ୍ତାନ

ଆବୁଧାବି,୨।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଅପରାଜେୟ ଧାରା ରଖିଛି ପାକିସ୍ତାନ। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ବାବର ଆଜାମଙ୍କ ଦଳ ୪୫ ରନ୍‌ରେ ନାମ୍ବିଆକୁ ହରାଇ ଦେଇଛି। ସୁପର-୧୨ ପର୍ଯ୍ୟାୟରେ ଏହା ପାକିସ୍ତାନର କ୍ରମାଗତ ୪ର୍ଥ ବିଜୟ। ୪ ମ୍ୟାଚ୍‌ରୁ ୮ ପଏଣ୍ଟ ସହ ପାକିସ୍ତାନ ପ୍ରଥମ ଦଳ ଭାବେ ସେମିଫାଇନାଲକୁ ଯୋଗ୍ୟତା ଅର୍ଜନ କରିଛି।

ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ଟସ୍‌ ଜିତି ଥିଲେ ବାବର ଆଜାମ। କିନ୍ତୁ ଏଥର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ବାବର ୭୦ ( ୭ ଚୌକା) ଓ ରିଜଓ୍ବାନଙ୍କ ଯୋଡ଼ି ୧୪.୧ ଓଭରରେ ଯୋଡ଼ିଥିଲେ ୧୧୩ ରନ୍‌। ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ଥର ପାଇଁ ଦୁହେଁ ଶତକୀୟ ଭାଗିଦାରୀ କରିଛନ୍ତି। ଦୁଇ ଓଭର ମଧ୍ୟରେ ଦୁଇ ଉଇକେଟ ହରାଇଥିଲା ପାକିସ୍ତାନ। ତା’ ପରେ ମହମ୍ମଦ ହାଫିଜ (୩୨ ରନ୍‌, ୧୬ ବଲ, ୫ ଚୌକା)ଙ୍କ ସହ ମିଶି ରିଜଓ୍ବାନ ଅନ୍ତିମ ଅନ୍ତିମ ୫ ଓଭରରେ ୫୧ ରନ୍‌ ଯୋଡ଼ିଥିଲେ। ଶେଷ ପର୍ଯ୍ୟନ୍ତ ଅପରାଜିତ ଥିବା ରିଜଓ୍ବାନ ଖେଳିଥିଲେ ୭୯ ରନ୍‌ର ଦର୍ଶନୀୟ ପାଳି। ତାଙ୍କ ଇନିଂସରେ ସାମିଲ ଥିଲା ୮ ଚୌକା ଓ ୪ ଛକା।

ଜବାବରେ ପାକିସ୍ତାନର ଶକ୍ତିଶାଳୀ ବୋଲିଂ ବିଭାଗ ସ୍କଟଲାଣ୍ଡର ବ୍ୟାଟରଙ୍କୁ ସୁଯୋଗ ଦେଇ ନ ଥିଲେ। ଡେଭିଡ୍‌ ଭିଜ ୪୩, କ୍ରେଗ ଓ୍ବିଲିୟମ ୪୦ ଓ ଷ୍ଟିଫେନ ବାର୍ଡ (୨୯)ଙ୍କ ଯୋଗୁ ନାମିବିଆ ୫ ଉଇକେଟ ହରାଇ ୧୪୪ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଭାରତ ନା ପାକିସ୍ତାନ କିଏ ଜିତିବ ସ୍ବର୍ଣ୍ଣ ପଦକ? 2026 ଏସୀୟ କ୍ରୀଡାର ଫାଇନାଲରେ ମୁହାଁମୁହିଁ ହେବେ ଏମାନେ, ବୁଝନ୍ତୁ ଗଣିତ

ନୂଆଦିଲ୍ଲୀ,୧।୧୦: ୨୦୨୬ ଏସୀୟ କ୍ରୀଡ଼ାର ଫାଇନାଲ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଛି। କ୍ରିକେଟ ପଡ଼ିଆରେ ପୁଣିଥରେ ପରସ୍ପରର ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?