ସଚିବଙ୍କୁ ବରଖାସ୍ତ କଲେ ପାକିସ୍ତାନ ରାଷ୍ଟ୍ରପତି

ଇସଲାମାବାଦ,୨୨।୮: ରାଜକୈତିକ ଅସ୍ଥିରତା ଏବଂ ଅର୍ଥନୈତିକ ସଙ୍କଟ ମଧ୍ୟରେ ବର୍ତ୍ତମାନ ପାକିସ୍ତାନରେ କାର୍ଯ୍ୟନିର୍ବାହୀ ସରକାର ଚାଲିଛି। ଅନୱର-ଉଲ-ହକ କକରଙ୍କୁ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ କରାଯାଇଛି। ଇତି ମଧ୍ୟରେ ମଙ୍ଗଳବାର ପାକିସ୍ତାନର ରାଷ୍ଟ୍ରପତି ଆରିଫ ଅଲଭି ଚର୍ଚ୍ଚାରେ ଆସିଛନ୍ତି। ପାକିସ୍ତାନର ରାଷ୍ଟ୍ରପତି ତାଙ୍କ ସଚିବ ୱକାର ଅହମ୍ମଦଙ୍କୁ ବରଖାସ୍ତ କରିଛନ୍ତି।

ନିକଟରେ ପାକିସ୍ତାନରେ ଆଲୋଚନା ହୋଇଥିଲା ଯେ, ରାଷ୍ଟ୍ରପତି ଆରିଫ ଅଲଭି ଦୁଇଟି ବିଧେୟକ, ଅଧିକାରୀ ଗୋପନୀୟତା (ସଂଶୋଧନ)ବିଧେୟକ, ୨୦୨୩ ଏବଂ ପାକିସ୍ତାନୀ ସେନା (ସଂଶୋଧନ) ବିଧେୟକ ୨୦୨୩ ଉପରେ ଦସ୍ତଖତ କରିଛନ୍ତି। ଏଥି ସହିତ ରାଷ୍ଟ୍ରପତି ଏହାକୁ ସମ୍ପୂର୍ଣ୍ଣ ଭାବେ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ମୁଁ ଉଭୟ ବିଧେୟକ ସହିତ ସହମତ ନୁହେଁ। ସୂଚନାନୁସାରେ, ପାକିସ୍ତାନ ପ୍ରଶାସନିକ ସେବାର ବିପିଏସ -୨୨ ଅଧିକାରୀ ହୁମେରା ଅହମ ରାଷ୍ଟ୍ରପତିଙ୍କ ସଚିବ ଭାବରେ ନିଯୁକ୍ତ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri