ପାକିସ୍ତାନ ପ୍ରଧାନମନ୍ତ୍ରୀ କରୋନା ପଜିଟିଭ୍‌, ଗୋଟିଏ ଦିନ ତଳେ ବିଦେଶ ଗସ୍ତରୁ ଫେରିଥିଲେ…

ଇସଲାମାବାଦ,୧୫।୧୧ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହେବାଜ ସରିଫ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏହାକୁ ପାକିସ୍ତାନର ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ଦୁଇ ଦିନ ଧରି ପ୍ରଧାନମନ୍ତ୍ରୀ ଅସୁସ୍ଥ ଅନୁଭବ କରୁଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କ ନମୁନାର କରୋନା ପରୀକ୍ଷା କରାଯାଇଥିଲା, ଯାହା ପରେ ପଜିଟିଭ୍‌ ଆସିଥିଲା।

ଏହାକୁ ମିଶାଇ ଶହେବାଜ ସରିଫ ତୃତୀୟ ଥର ପାଇଁ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହାପୂର୍ବରୁ, ଚଳିତ ବର୍ଷ ଜାନୁଆରୀ ଏବଂ ଜୁନ ୨୦୨୦ରେ ମଧ୍ୟ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।

ଗୋଟିଏ ଦିନ ପୂର୍ବରୁ ସରିଫ ଲଣ୍ଡନ ଗସ୍ତ ଶେଷ କରିବା ପରେ ପାକିସ୍ତାନ ଫେରିଥିଲେ। ସରିଫଙ୍କ ପରିବାର ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ଶନିବାର ବିମାନବନ୍ଦର ଯିବା ପୂର୍ବରୁ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ ଏବଂ ଏହା ପରେ ସେ ରବିବାରକୁ ଗସ୍ତକୁ ସ୍ଥଗିତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଧର୍ମଶାଳାରେ ବିଧାୟକ….

ଧର୍ମଶାଳା,୧୭ା୮(ଶିବ ପ୍ରସାଦ ମହାନ୍ତି): ରାଜ୍ୟର କେତେକ ଜିଲାରେ ପୁନର୍ବାର ଲଗାଣ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ସରକାର ଗମ୍ଭୀରତାର ସହ ନେଇଛନ୍ତି । ଏହାକୁ…

ବ୍ରିଜ୍‌ତଳୁ ମିଳିଲା ଯୁବକଙ୍କ ମୃତଦେହ, କାରଣ ଖୋଜୁଛି ପୋଲିସ

ବରଗଡ଼,୧୭ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ବ୍ରିଜତଳୁ ସୋମବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ…

ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି ଅବପାତ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି

ଭୁବନେଶ୍ବର,୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଅବପାତ ବାଂଲାଦେଶର ସାତଖିରାଠାରୁ ପ୍ରାୟ ୮୦ କିମି ପଶ୍ଚିମ-ଦକ୍ଷିଣପଶ୍ଚିମ, ପଶ୍ଚିମବଙ୍ଗର ବାଙ୍କୁଡ଼ାଠାରୁ ୧୬୦ କିମି…

ସିଂହ ରାଶିରେ ସୂର୍ଯ୍ୟଙ୍କ ଗୋଚର, ମେଷ-ମକର ସମେତ ୫ ରାଶିର ଚମକିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଆଜି ସକାଳ ୮ଟା ୩ ମିନିଟ୍‌ରେ ନିଜ ସ୍ୱରାଶି ସିଂହରେ ପ୍ରବେଶ କରିଛନ୍ତି। ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ସୂର୍ଯ୍ୟ ସିଂହ ରାଶିରେ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri