ଇସ୍ତଫା ଦେଲେ ପାକ୍‌ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଲାହୋର,୨୮।୩: ପାକିସ୍ତାନ ପାର୍ଲାମେଣ୍ଟରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହୋଇଥିବା ବେଳେ ତାଙ୍କ ଦଳର ସଦସ୍ୟ ତଥା ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ଉସ୍‌ମାନ ବୁଜଦର ସୋମବାର ଇସ୍ତଫା ଦେଇଛନ୍ତି। କେବଳ ଉସ୍‌ମାନ ନୁହନ୍ତି, ହାଉସିଂ ମନ୍ତ୍ରୀ ତତା ପିଏମ୍‌ଏଲ୍‌-କ୍ୟୁ ନେତା ତାରିକ ବଶିର ଚିମା ମଧ୍ୟ ସଂଘୀୟ କ୍ୟାବିନେଟରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପିଏମ୍‌ଏଲ୍‌-କ୍ୟୁ ଉଭୟ କେନ୍ଦ୍ର ଓ ପଞ୍ଜାବରେ ଇମ୍ରାନ୍‌ଙ୍କ ଦଳର ମୁଖ୍ୟ ସହଯୋଗୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୭ ବର୍ଷ ପରେ ପ୍ରଥମଥର ଜଣେ ମହିଳାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ! 

ୱାଶିଂଟନ,୧୩ ।୧: ଆମେରିକାରେ ଦୀର୍ଘ ୬୭ ବର୍ଷ ପରେ ଜଣେ ମହିଳାଙ୍କୁ ପ୍ରଥମଥର ଲାଗି ମୃତ୍ୟୁଦଣ୍ଡ ଦିଆଯିବ । ଆମେରିକାର ସର୍ବୋଚ୍ଚ ନ୍ୟାୟାଳୟ ମହିଳାଙ୍କ୍‌ୁ ମୃତ୍ୟୁଦଣ୍ଡ...

ଏକଦା ଚାଇନାର ଉହାନ୍‌ରୁ ଆରମ୍ଭ ହୋଇଥିଲା କରୋନା ସଂକ୍ରମଣ: ଏବେ ଭୟକୁ ଫୁ’ କରି ପୁଲ୍‌ ପାର୍ଟିର ମଜା ନେଉଛନ୍ତି ଲୋକେ

ବେଜିଂ: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇସାରିଲାଣି। ପ୍ରତ୍ୟେହ ଲକ୍ଷାଧିକ ଲୋକ ଏଥିରେ ସଂକ୍ରମିତ ହେଉଥିବା ବେଳେ ହଜାର ହଜାର...

ସର୍ଜରୀ କରି ପୁରୁଷ ହେଲେ ସୁନ୍ଦରୀ ଅଭିନେତ୍ରୀ: ସିକ୍ସ୍‌ ପ୍ୟାକ୍‌ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଓ୍ବାଶିଂଟନ,୨୭।୫: ହଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ଇଲେନ୍‌ ପେଜ୍‌ ନିଜର ସର୍ଜରୀ କରି ମହିଳାରୁ ପୁରୁଷ ପାଲଟି ଯାଇଛନ୍ତି। ପୁରୁଷ ଭାବେ ଏବେ ତାଙ୍କର ନାମ ଇଲିଓଟ୍‌...

ଟ୍ରମ୍ପଙ୍କ ନିର୍ବାଚନ ପ୍ରଚାରରେ ମୋଦି

ଓ୍ବାଶିଂଟନ,୨୩।୮: ଆମେରିକାରେ ୨୦ ଲକ୍ଷରୁ ଅଧିକ ପ୍ରଭାବଶାଳୀ ଭାରତୀୟ-ଆମେରିକୀୟଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା କରୁଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପ୍ରଥମ କରି...

ଶ୍ରୀଲଙ୍କା ବିସ୍ଫୋରଣ: ସନ୍ଦିଗ୍ଧଙ୍କ ନାଁ ସହ ଭୁଲରେ ଆମେରିକା ମୁସଲମାନ ମହିଳାଙ୍କ ଫଟୋ ଲଗାଇଲା ପୋଲିସ

କଲମ୍ବୋ,୨୬।୪: ଇଷ୍ଟର ସନ୍‌ ଡେ’ରେ ଶ୍ରୀଲଙ୍କାରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣ ସାରା ବିଶ୍ୱକୁ ଥରାଇ ଦେଇଥିଲା। ଏଥିରେ ଶ୍ରୀଲଙ୍କା ପୋଲିସ ମଧ୍ୟ ଅଡୁଆରେ ପଡିଯାଇଥିଲା।...

ଶ୍ରୀଲଙ୍କା ଦେବାଳିଆ

କଲମ୍ବୋ, ୧୩ା୪: ଶ୍ରୀଲଙ୍କାରେ ଲାଗି ରହିଥିବା ଆର୍ଥିକ ସଙ୍କଟ ଦିନକୁ ଦିନ ଅଧିକ ଗମ୍ଭୀର ହେବାରେ ଲାଗିଛି। ବିଦେଶ ଓ ବିଭିନ୍ନ ସୂତ୍ରରୁ ଆଣିଥିବା ୫୧...

ନୂଆ ଭାରିଏଣ୍ଟ ଚିହ୍ନିବାରୁ ମିଳିଲା ଦଣ୍ଡ: ଦକ୍ଷିଣ ଆଫ୍ରିକା

କେପଟାଉନ,୨୮ ।୧୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏବେ ଦକ୍ଷିଣ ଆଫ୍ରିକାରେ ଦେଖାଦେଇଛି କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରନ’ ।...

ନଦୀ କୂଳରୁ ମିଳିଲା ଶରଣାର୍ଥୀ ବାପ-ଝିଅଙ୍କ ମୃତଦେହ: ଫଟୋ ଭାଇରାଲ

ନ୍ୟୁୟର୍କ, ୨୬।୬: ୨୦୧୫ରେ ସିରିଆର ଶରଣାର୍ଥୀ ଶିଶୁ ଆଲନ କୁର୍ଦ୍ଦି ସମୁଦ୍ରକୂଳରେ ପଡିଥିବାର ଦୃଶ୍ୟ ସାରା ଦୁନିଆକୁ ସ୍ତବ୍ଧ କରିଦେଇଥିଲା। ସେମିତି ଏକ ହୃଦୟବିଦାରକ ଚିତ୍ର...

Advertisement
Archives

Model This Week