ଜମ୍ମୁ ସୀମାରେ ପାକିସ୍ତାନ ରେଞ୍ଜର୍ସଙ୍କ ଗୁଳିମାଡ଼, କଡ଼ା ଜବାବ ଦେଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୪ା୨: ଜମ୍ମୁ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ରେଞ୍ଜର୍ସ ଜମ୍ମୁର ମାକୱାଲ ଅଞ୍ଚଳରେ ପାକିସ୍ତାନ ରେଞ୍ଜର୍ସ ସୀମା ସୁରକ୍ଷା ବଳ ପୋଷ୍ଟରେ ଗୁଳି ଚଳାଇବାରୁ ଦୁଇ ପକ୍ଷ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନୀ ସେନାର ଏଭଳି ତୁମୁଳ କାଣ୍ଡର ଜବାବ ବିଏସଏଫ ମଧ୍ୟ କଡ଼ା ଜବାବ ଦେଇଛି।

ପାକିସ୍ତାନର ୧୩ ଟି ଚେନାବ ରେଞ୍ଜର୍ସ ବିଏସଏଫ (ବର୍ଡର ଆଉଟପୋଷ୍ଟ) କୁ ଟାର୍ଗେଟ କରି ପାକିସ୍ତାନୀ ସୈନିକମାନେ ନିଜ ଅଞ୍ଚଳରୁ ଭାରତ ପକ୍ଷକୁ ଗୁଳି ଚଳାଇଥିଲେ। ସବିଶେଷ ଖବର ଅନୁଯାୟୀ ଉଭୟ ପକ୍ଷର ଆକ୍ରମଣ ଏବଂ ପ୍ରତିଜବାବରେ ପରିସ୍ଥିତି ଅସ୍ଥିର ରହିଛି।

ସୀମା ସୁରକ୍ଷା ବାହିନୀର ସୂତ୍ରରୁ ମିଳିଥିବନା ଖବର ଅନୁଯାୟୀ ବୁଧବାର ସନ୍ଧ୍ୟା ପ୍ରାୟ ୫.୪୫ ମିନିଟ ସମୟରେ ପାକିସ୍ତାନ ପକ୍ଷରୁ ଆତର୍କିତ ଗୁଳି ବିନିମୟ ହୋଇଥିଲା। ୨୫ ମିନିଟରୁ ଅଧିକ ସମୟ ଧରି ଉଭୟ ପକ୍ଷ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri