ପାକିସ୍ତାନରେ ନିର୍ମାଣ ହେବ ମନ୍ଦିର, ପାଣ୍ଠି ଯୋଗାଇବେ ସରକାର

କରାଚୀ,୧ା୧- ପାକିସ୍ତାନର ଉତ୍ତରପଶ୍ଚିମ ପ୍ରଦେଶ ଖାଇବର ପାଖତୁଖ୍ବାରେ ଚଳିତ ସପ୍ତାହରେ ମୁସଲମାନ ଗୋଷ୍ଠୀ ଏକ ମନ୍ଦିରକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ଏହାକୁ କେନ୍ଦ୍ର କରି ଅନ୍ତର୍ଜାତୀୟ ସ୍ତରରେ ପାକିସ୍ତାନକୁ ଘୋଷାଡ଼ି ଥିଲା ଭାରତ। ଏହାର ପ୍ରଭାବ ଏବେ ପାକିସ୍ତାନ ଉପରେ ପଡ଼ିଛି। ଉକ୍ତ ମନ୍ଦିରର ପୁନଃ ନିର୍ମାଣ କରିବାକୁ ଆବଶ୍ୟକୀୟ ପାଣ୍ଠି ଯୋଗାଇବେ ଖାବର ପାଖତୁଖ୍ବା ପ୍ରଦେଶ ସରକାର। ଏ ନେଇ ସ୍ଥାନୀୟ ମନ୍ତ୍ରୀ ଶୁକ୍ରବାର ସୂଚନା ଦେଇଛନ୍ତି।

ଏ ଘଟଣା ନେଇ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଦୁଃଖ ପ୍ରକାଶ କରିଥିଲେ। ଏହାପରେ ଶ୍ରୀ ପରମହଂଶ ଜୀ ମହାରାଜ ସମାଧି ମନ୍ଦିର ଭଙ୍ଗା ଘଟଣାରେ ପୋଲିସ ମୁସଲମାନ ଗୁରୁଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri