ଖବରଦାତାଙ୍କ ପଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ, ୨୦୦୩ରୁ ଏବେ ପର୍ଯ୍ୟନ୍ତ ୯୩ ହତ୍ୟା

ଇସଲାମାବାଦ,୬ ।୧: ଖବରଦାତାଙ୍କ ପାଇଁ ପାକିସ୍ତାନ ଏବେବି ବିପଦପୂର୍ଣ୍ଣ ଦେଶ ମଧ୍ୟରୁ ଗୋଟିଏ ଭାବେ ଗଣା ଯାଉଛି । ରିପୋଟର୍ସ ୱିଦାଉଟ ବର୍ଡର୍ସର ରିପୋର୍ଟ ଅନୁଯାୟୀ, ଭାରତ ଏମିତି ଦେଶର ସୂଚିରେ ୫ମ ସ୍ଥାନରେ ରହିଥିବା ବେଳେ ଏଠାରେ ପ୍ରେସର ସ୍ୱାଧିନତା ବିପଦରେ । ରିପୋର୍ଟରେ କୁହାଯାଇଛି ପାକିସ୍ତାନରେ ୨୦୦୩ରୁ ଏବେ ପର୍ଯ୍ୟନ୍ତ ୯୩ ଖବରଦାତାଙ୍କୁ ହତ୍ୟା କରାଯାଇଛି ।
ପାକ ମିଡିଆରେ କୁହାଯାଇଛି କି ପାକିସ୍ତାନର ଏହି ସ୍ଥିତି ଦେଶର ନେତାମାନଙ୍କ ପାଇଁ ଅପମାନର ସମୟ । ଏହାସହ ଏଭଳି ସ୍ଥିତି ପାକିସ୍ତାନର ଦୁର୍ବଳ ଲୋକତନ୍ତ୍ରର ପ୍ରମାଣ । ପାକିସ୍ତାନ ସେହିସବୁ ଦେଶର ସୂଚିରେ ଆସୁଛି, ଯେଉଁଠାରେ ଯୁଦ୍ଧ ହେଉନାହିଁ, ହେଲେ ଖବରଦାତାଙ୍କ ପାଇଁ ଦେଶରେ ସୁରକ୍ଷିତ ପରିବେଶ ନାହିଁ । ରିପୋର୍ଟ ଅନୁଯାୟୀ, ପାକିସ୍ତାନରେ ଆତଙ୍କବାଦୀ, ବିଦ୍ରୋହୀ ଓ ରାଜ୍ୟ ସମର୍ଥିତ ଲୋକଙ୍କ ଦ୍ୱାରା ଖବରଦାତାଙ୍କୁ ହତ୍ୟା କରାଯାଇଛି । ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି କି ଏହି ହତ୍ୟାରେ ସାମାନ୍ୟ କଥା ହେଉଛି ହତ୍ୟାକାରୀ ସର୍ବ ସମ୍ମୁଖରେ ଘୁରି ବୁଲୁଛନ୍ତି ଆଉ ପୀଡ଼ିତ ପରିବାର ନ୍ୟାୟ ପାଇଁ ଦ୍ୱାର ଦ୍ୱାର ବୁଲିବାକୁ ବାଧ୍ୟ ହେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri