Posted inଜାତୀୟ

ଏଲଓସିରେ ୬ ଡ୍ରୋନ ଅପରେଟିଂ ସେଣ୍ଟର ଚଳାଉଛି ପାକିସ୍ତାନ

ଜଳନ୍ଧର,୧୨ ।୮: ପଞ୍ଜାବ ସୀମାରେ ପାକିସ୍ତାନକୁ ୬ ଡ୍ରୋନ ଅପରେଟିଂ ସେଣ୍ଟର ଚଳାଉଥିବା ସୂଚନା ମିଳିଛି । ଅସ୍ତ୍ରଶସ୍ତ୍ର ଓ ଡ୍ରଗ୍ସର ଚୋରା କାରବାର ପାଇଁ ଚାଇନା ଓ ତୁର୍କିର ଅତ୍ୟାଧୁନିକ ଡ୍ରୋନର ବ୍ୟବହାର କରାଯାଉଛି । ଅନୁପ୍ରବେଶ ଓ ଚୋରା କାରବାର ପାଇଁ ପାକିସ୍ତାନର ଗୁଇନ୍ଦା ସୁରକ୍ଷା ଏଜେନ୍ସି ଆତଙ୍କବାଦୀଙ୍କୁ ପ୍ରଶିକ୍ଷଣ ଦେଉଥିବା ଜଣାପଡିଛି । ପାକିସ୍ତାନ ନିକଟରେ ଏୟାର ଷ୍ଟ୍ରାଇକରେ ବ୍ୟବହାର କରାଯାଉଥିବା ବାୟରକଟାର ଟିବି-୨ ଡ୍ର୍ରୋନ୍ ଥିବା ଦେଖାଯାଇଛି ।

ପଞ୍ଜାବ ସୀମାରେ ଗତ ବର୍ଷେ ହେବ ପାକିସ୍ତାନ ଅସ୍ତ୍ରଶସ୍ତ୍ର ଓ ନିଶା କାରବାର ପାଇଁ ଲାଗାତାର ଭାବେ ଡ୍ରୋନର ବ୍ୟବହାର କରୁଛି । ଅସ୍ତ୍ରଶସ୍ତ୍ରରୁ ନେଇ ହେରୋଇନ ପର୍ଯ୍ୟନ୍ତ ସବୁକିଛି ଡ୍ରୋନ୍ ମାଧ୍ୟମରେ ପଠାଯାଉଛି । ସୁରକ୍ଷା ଏଜେନ୍ସି ସହ ଜଡିତ ଉଚ୍ଚ ସ୍ତରୀୟ ସୂତ୍ରରୁ ପ୍ରକାଶ ପାକିସ୍ତାନ ପଞ୍ଜାବ ସୀମା ନିକଟରେ ୬ ଡ୍ରୋନ ଅପରେଟିଂ ସେଣ୍ଟର ପ୍ରସ୍ତୁତ କରି ରଖିଛି । ଏଠାରେ ଯେ କେଳବ ଡ୍ରୋନକୁ କଣ୍ଟ୍ରୋଲ କରିବାର ପ୍ରଶିକ୍ଷଣ ଦିଆଯାଉଛି ତା’ନୁହେଁ ବରଂ ଏହାକୁ ଲୋଡ କରାଯାଇ ଉଡାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?