ପଞ୍ଜାବ ପ୍ରାନ୍ତରେ ହେବାକୁ ଥିବା ନିର୍ବାଚନ ସ୍ଥଗିତ, ଅକ୍ଟୋବରରେ ହେବ ନୂଆ ତାରିଖର ଘୋଷଣା

ଲାହୋର,୨୩ ।୩: ପାକିସ୍ତାନ ନିର୍ବାଚନ କମିଶନ ବୁଧବାର ପଞ୍ଜାବ ପ୍ରାନ୍ତରେ ହେବାକୁ ଥିବା ନିର୍ବାଚନକୁ ସ୍ଥିଗିତ ରଖିଛନ୍ତି । ଏହା ପଛରେ ଦେଶର ଖରାପ ଆଇନ ବ୍ୟବସ୍ଥାର ଖରାପ ସ୍ଥିତିକୁ ଦାୟୀ କରାଯାଇଛି । ଏବେ ଅକ୍ଟୋବର ୮ରେ ନିର୍ବାଚନର ନୂଆ ତାରିଖ ଘୋଷଣା କରାଯିବ । ଏହା ପୂର୍ବରୁ ନିର୍ବାଚନ କମିଶନ ୩ ଏପ୍ରିଲରୁ ୮ ଅକ୍ଟୋବର ମଧ୍ୟରେ ନିର୍ବାଚନ ହେବାର ନିଷ୍ପତ୍ତି ନେଇଥିଲା ।
ସୂଚନାଯୋଗ୍ୟ, ଇମ୍ରାନ ଖାଁଙ୍କ ପାକିସ୍ତାନ ତେହରିକ ଏ-ଇନସାଫ(ପିଟିଆଇ) ଦଳର ତତ୍କାଳିନ ସରକାରଙ୍କୁ ୧୪ ଓ ୧୮ ଜାନୁୟାରୀରେ ପଞ୍ଜାବ ଓ ଖେବର ପଖତୁନୱା ଅଞ୍ଚଳରେ ବିଧାନସଭାକୁ ଭାଙ୍ଗି ଦିଆଯାଇଥିଲା । ନିର୍ବାଚନ କମିଶନ(ଇସିପି) ତାଙ୍କ ନିର୍ଦ୍ଦେଶରେ କହିଥିଲେ, ନିର୍ବାଚନ କାର୍ଯ୍ୟକ୍ରମକୁ ଫେରାଇ ନେବା ସହ ୮ ଅକ୍ଟୋବରରେ ନିର୍ବାଚନର ତାରିଖ ସହ ନୂଆ କାର୍ଯ୍ୟକ୍ରମର ଘୋଷଣା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri