ଆଉ ଟେଲିଭିଜନ ପରଦାରେ ନଜର ଆସିବେ ନାହିଁ ଇମ୍ରାନ କିମ୍ବା ତାଙ୍କ ଦଳର କର୍ମୀ, ଚ୍ୟାନେଲ ପାଇଁ ଜାରି କରାଗଲା ନିୟମ

ଇସଲାମାବାଦ,୧।୬: ପାକିସ୍ତାନର ଇଲେକ୍ଟ୍ରନିକ ମିଡିଆ ଓ୍ବାଚଡଗ ଦେଶର ଟେଲିଭିଜନ ଚ୍ୟାନେଲକୁ କହିଛି, କୌଣସି ପ୍ରକାର ହିଂସା ଉପୁଜାଉଥିବା ଅପରାଧି ଓ ସେମାନଙ୍କ ସମର୍ଥକଙ୍କୁ ବହିଷ୍କାର କରାଯାଉ ଅର୍ଥାତ୍‌ ଟିଭି ପରଦାରେ ସେମାନଙ୍କ ପ୍ରସାରଣକୁ ବନ୍ଦ କରାଯାଉ। ଏହା ସହିତ ଟେଲିଭିଜନ ଚ୍ୟାନେଲଗୁଡିକ ମେ ୯ ହିଂସାର କୌଣସି ରାଜନୈତିକ ଦଳର କଟ୍ଟରପନ୍ଥୀଙ୍କୁ ଦେଖାଇବାକୁ ବାରଣ କରିବାକୁ ପରାମର୍ଶ ଦିଆଯାଇଛି। କୁହାଯାଉଛି କି ଏହି ମିଡିଆ ରିପୋର୍ଟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଟାର୍ଗେଟ କରାଯାଇଛି।

ପାକିସ୍ତାନ ଇଲେକ୍ଟ୍ରନିକ ମିଡିଆ ନିୟାମକ ପ୍ରାଧିକରଣ(ପିଇଏମଆରଏ) ବୁଧବାର ଏକ ଅଧିସୂଚନା ଜାରି କରିଛନ୍ତି। ଏଥିରେ ସମସ୍ତ ସାଟେଲାଇଟ ଟେଲିଭିଜନ ଚ୍ୟାନେଲ ଲାଇସେନ୍ସଧାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି କି ସେମାନେ ସତର୍କ ରୁହନ୍ତୁ କୌଣସି ପ୍ରକାର ଘୃଣା ପ୍ରଚାର କରୁଥିବା ବ୍ୟକ୍ତି, ଅପରାଧି ଓ ସେମାନଙ୍କୁ ସାହାଯ୍ୟ କରୁଥିବା ବ୍ୟକ୍ତିଙ୍କୁ ଅଜାଣତରେ ବି ପ୍ରେତ୍ସାହିତ ନ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri