ମର୍ମନ୍ତୁଦ ସଡକ ଦୁର୍ଘଟଣା: ୮ ମୃତ

ଇସଲାମାବାଦ,୧୬।୯: ପାକିସ୍ତାନର ସାଦିକାବାଦରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସାଦିକାବାଦର ମୋଟରୱେ ଏମ୍‌-୫ ରାଜପଥରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଦ୍ରୁତ ଗତିରେ ଆସୁଥିବା କାର ଦୁର୍ଘଟଣାର କାରଣ ହୋଇଥିବା ଜଣାଯାଇଛି।

ସୂଚନାନୁସାରେ, ଗୁଦ୍ଦୁ ଇଣ୍ଟରଚେଞ୍ଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୮ ଜଣଙ୍କ ମଧ୍ୟରେ ବର, ମହିଳା ଏବଂ ଶିଶୁ ଅଛନ୍ତି। ଦୁର୍ଘଟଣା ପରେ ପୀଡିତାଙ୍କୁ ତୁରନ୍ତ ଶେଖ ଜାଇଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri