ହୋଟେଲ କବାଟ ଭାଙ୍ଗି ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଗିରଫ କଲା ପୋଲିସ

ଇସଲାମାବାଦ,୧୯।୧୦: ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଜ୍ୱାଇଁ ସଫଦର ଏୱାନଙ୍କୁ ପୋଲିସ ଗିରଫ କରିଛି। ସେମାନେ ରହୁଥିବା ହୋଟେଲର କବାଟ ଭାଙ୍ଗି ପୋଲିସ ସଫଦରଙ୍କୁ ଗିରଫ କରିଥିବା ସରିଫଙ୍କ ଝିଅ ମରିୟମ କହିଛନ୍ତି। ସଫଦର ପିଏମଏଲ-ଏନର ଜଣେ ନେତା। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିପକ୍ଷରେ କରାଚିରେ ଆୟୋଜିତ ଏକ ରାଲିରେ ଯୋଗଦେଇ ଫେରିବା ପରେ ପରେ ପୋଲିସ ସଫଦରଙ୍କୁ ଗିରଫ କରିଛି। ସମ୍ପୃକ୍ତ ରାଲିରେ ଇମ୍ରାନ ଖାନ୍‌ଙ୍କ ଜେଲ୍‌ ପଠାଇଦେବା କଥା କହିଥିଲେ ମରିୟମ। ଫଳସ୍ବରୂପ ସଫଦରଙ୍କୁ ପୋଲିସ ଗିରଫ କରିଥିବା ମରିୟମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଘାରିଛି ତାଇଓ୍ବାନ ଆକ୍ରମଣ ଭୟ: ଉପକୂଳ ଅଞ୍ଚଳରେ ମୁତୟନ କଲା କ୍ଷେପଣାସ୍ତ୍ର

ବେଜିଂ, ୧୮।୧୦: ଚାଇନାକୁ ଏବେ ତାଇଓ୍ବାନ ଆକ୍ରମଣ ଭୟ ଘାରିଛି। ସୁରକ୍ଷା ଦୃଷ୍ଟିରୁ ଚାଇନା ଦକ୍ଷିଣ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ କ୍ଷେପଣାସ୍ତ୍ର ମୁତୟନ କରିଛି। ତାଇଓ୍ବାନ...

କରୋନା ଭ୍ୟାକ୍ସିନ ପାଇଁ ମାରି ଦିଆଯିବ ୫ ଲକ୍ଷ ଶାର୍କ!

ୱାଶିଂଟନ,୨୯ ।୯: କରୋନା ମହାମାରୀରୁ ବଞ୍ଚିବା ପାଇଁ ଏବେ ଅନେକ ଦେଶ ଏହାର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିବାରେ ଲାଗି ପଡିଛନ୍ତି । ତେବେ...

ବିଶ୍ୱକୁ ବାଟ ଦେଖାଇଲେ ଗ୍ରେଟା

ଜଳବାୟୁ ପରିବର୍ତ୍ତନର ଭୟାବହତାକୁ ନେଇ ବିଶ୍ୱବ୍ୟାପୀ ନାନା ଆଶଙ୍କା ଲାଗିରହିଥିବାବେଳେ ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀରେ ଭାବଗର୍ଭକ ଭାଷଣ ଦେଇ ସମସ୍ତଙ୍କୁ ବିସ୍ମିତ କରିଦେଇଛନ୍ତି ଗ୍ରେଟା...

‘ରାହୁଲ ଭୟାଳୁ ଛାତ୍ର’

ନ୍ୟୁୟର୍କ, ୧୪।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ଦ୍ୱାରା ଲିଖିତ ପୁସ୍ତକ ‘ଏ ପ୍ରୋମିଜ୍‌ଡ ଲ୍ୟାଣ୍ଡ୍‌’ରେ ବିଶ୍ୱର ବିଭିନ୍ନ ନେତାଙ୍କ ସମ୍ପର୍କରେ ଉଲ୍ଲେଖ କରାଯାଇଛି।...

ସାମରିକ ହସ୍ତକ୍ଷେପର ପରିଣତି ଭୟାବହ ହେବ

ଓ୍ବାଶିଂଟନ, ୫।୧: ନିର୍ବାଚନରେ ଜାଲିଆତି ଦାବିକୁ ସାବ୍ୟସ୍ତ କରିବାକୁ ଯାଇ ସାମରିକ ପଦକ୍ଷେପର ପରିଣାମ ଭୟାବହ ହେବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ପେଣ୍ଟାଗନ୍‌ର...

ମହାରାଣୀଙ୍କୁ ହତ୍ୟା ପାଇଁ ଯାଇଥିଲେ ଶିଖ୍‌ ଯୁବକ

ଲଣ୍ଡନ, ୨୮ା୧୨: ଜାଲିଆନ୍‌ଓ୍ବାଲା ବାଗ୍‌ ଗଣହତ୍ୟାର ପ୍ରତିଶୋଧ ନେବାକୁ ଯାଇ ଜଣେ ଭାରତୀୟ ଶିଖ୍‌ ଯୁବକ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କୁ ହତ୍ୟା ଉଦ୍ୟମ କରିଛନ୍ତି।...

ପାକିସ୍ତାନ ହରାଇବ ଅଣନାଟୋ ମିତ୍ର ପରିଚୟ

ଓ୍ବାଶିଂଟନ, ୫।୧(ପି.ଟି.): ଆମେରିକାରେ କରୋନା ମହାମାରୀ ସଙ୍କଟ ଓ ରାଜନୈତିକ ଅନିଶ୍ଚିତତା ମଧ୍ୟରେ ରବିବାର ୧୧୭ତମ କଂଗ୍ରେସ ଆରମ୍ଭ ହୋଇଛି। ଏହାର ପ୍ରଥମ ଦିନରେ ପାକିସ୍ତାନକୁ...

ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ମୃତ୍ୟୁ ଓ କ୍ଷୟକ୍ଷତି ପାଇଁ କେବଳ ରୁଷିଆ ଦାୟୀ ରହିବ: ବାଇଡେନ

ୱାଶିଂଟନ,୨୪ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତି ମଧ୍ୟରେ ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୁଦ୍ଧ ଘୋଷଣା କରିଛନ୍ତି । ଏହାପରେ...

Advertisement
Archives

Model This Week