Posted inଖେଳ

ଇଂଲଣ୍ଡ ସାମ୍ନାରେ ୨୭୭ ରନର ଟାର୍ଗେଟ୍‌ ରଖିଲା ପାକିସ୍ତାନ

ମାଞ୍ଚେଷ୍ଟର, ୮।୮- ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫୋର୍ଡ ଷ୍ଟାଡିୟମରେ ପାକିସ୍ତାନ ଓ ଘରୋଇ ଇଂଲଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ସ୍ଥିତିରେ ପହଞ୍ଚତ୍ଛି। ଭ୍ରମଣକାରୀ ପାକିସ୍ତାନ ଶନିବାର ୪ର୍ଥ ଦିବସରେ ୨ୟ ଇନିଂସରେ ୧୬୯ ରନରେ ଅଲ୍‌ଆଉଟ୍‌ ହୋଇଯାଇଛି। ଫଳରେ ଇଂଲଣ୍ଡ ସାମ୍ନାରେ ୨୭୭ ରନର ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଜବାବରେ ଇଂଲଣ୍ଡ ୨ୟ ଇନିଂସ ଆରମ୍ଭ କରି ଶେଷ ଖବର ସୁଦ୍ଧା ୧୩ ଓଭରରେ ଗୋଟିଏ ଉଇକେଟ୍‌ ହରାଇ ୩୧ ରନ୍‌ ସଂଗ୍ରହ କରିଛି। ଇଂଲଣ୍ଡକୁ ବିଜୟ ଲାଗି ଆହୁରି ୨୪୬ ରନ ଆବଶ୍ୟକ ହେଉଛି।
ଟସ୍‌ ଜିତି ପାକିସ୍ତାନ ଓପନର୍‌ ସନ୍‌ ମାସୁଦ୍‌ଙ୍କ ୧୫୬ ରନର ଶତକୀୟ ଇନିଂସ ବଳରେ ପ୍ରଥମ ଇନିଂସରେ ୩୨୬ ରନ କରିଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୨୧୯ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ୧୦୭ ରନରେ ଅଗ୍ରଣୀ ଲାଭ କରିଥିବା ପାକିସ୍ତାନ ୨ୟ ଇନିଂସରେ ମାତ୍ର ୧୬୯ ରନରେ ସୀମିତ ରହିଥିଲା। ଫଳରେ ଘରୋଇ ଦଳ ସାମ୍ନାରେ ୨୭୭ ରନର ଯାର୍ଗେଟ୍‌ ଧାର୍ଯ୍ୟ ହୋଇଥିଲା। ପାକିସ୍ତାନ ପକ୍ଷରୁ ୨ୟ ଇନିଂସରେ ସ୍ପିନର ୟାସିର ଶାହ ସର୍ବାଧିକ ୩୩ ରନ କରିଥିଲେ। ବୋଲିଂରେ ଇଂଲଣ୍ଡ ପକ୍ଷରୁ ଷ୍ଟୁଆର୍ଟ ବ୍ରଡ୍‌ ୩ ଏବଂ କ୍ରିସ୍‌ ଓ୍ବକ୍ସ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri