‘ମୋ ବିରୋଧରେ ପ୍ରମାଣ ମିଳିଲେ ଛାଡିଦେବି ପ୍ରଧାନମନ୍ତ୍ରୀ ପଦ, ଇମ୍ରାନଙ୍କ ଅଭିଯୋଗର ହେଉ ଯାଞ୍ଚ’: ଶହବାଜ ଶରିଫ

ଇସଲାମାବାଦ,୬ ।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅଭିଯୋଗର ଜବାବ ଦେଇ କହିଛନ୍ତି, ଇମ୍ରାନ ଅରାଜକତା ବିସ୍ତାର କରିବା ପାଇଁ ଭିତ୍ତିହୀନ ଅଭିଯୋଗ ଓ ମିଛର ବ୍ୟବହାର କରୁଛନ୍ତି । ଶହବାଜ ଶରିଫ ଶନିବାର ପାକିସ୍ତାନର ମାନ୍ୟବର ପ୍ରଧାନବିଚାରପତି ଉମର ଅତା ବଂଦିୟାଲଙ୍କୁ ଅନୁରୋଧ କରିଛନ୍ତି, ୱାଜିରାବାଦ ଆକ୍ରମଣରେ ସମ୍ପୃକ୍ତ ଥିବା ଘଟଣାର ତଦନ୍ତ ପାଇଁ ସମ୍ପୂର୍ଣ୍ଣ କମିଶନ କଠନ କରାଯାଉ ।
ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କହିଛନ୍ତି, ପିଟିଆଇ ନେତା ଇମ୍ରାନ ଖାଁ ମୋର ଆଭ୍ୟନ୍ତରୀଣ ମନ୍ତ୍ରୀ ରାଣା ସନାଉଲ୍ଲାହ ଓ ବରିଷ୍ଠ ସେନା ଅଧିକାରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି । ସେ ହତ୍ୟା ଷଡଯନ୍ତ୍ର କରିଥିବା ଅଭିଯୋଗ ଆଣିଛନ୍ତି, ଯାହା ମିଛ ଓ ଭିତ୍ତିହିନ । ସେଥିପାଇଁ ମାନନୀୟ ବିଚାରପତିଙ୍କୁ ମୁଁ ଅନୁରାଧ କରୁଛି ଏହାର ଯାଞ୍ଚ ପାଇଁ ଏକ କମିଶନ ଗଠନ କରାଯାଉ ଓ ବିଚାରପତି ଏହାର ନିର୍ଦ୍ଦେଶ ଦେଇ ସମ୍ପୂର୍ଣ୍ଣ ଘଟଣାର ଯାଞ୍ଚ କରାଯାଉ ।
ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କହିଛନ୍ତି, ଇମ୍ରାନ ଖାଁଙ୍କ ଉପରେ ହୋଇଥିବା ଆକ୍ରମଣରେ ତାଙ୍କ ବିରୋଧରେ ଯଦି କୌଣଓି ପ୍ରମାଣ ମିଳିଲା ତେବେ ସେ ପ୍ରଧାନମନ୍ତ୍ରୀ ପଦ ଛାଡିଦେବେ । ଇମାନଙ୍କ ଅଭିଯୋଗର ଉତ୍ତରରେ ଶେହବାଜ କହିଛନ୍ତି ଏହା ଭିତ୍ତିହିନ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri