ଇମ୍ରାନଙ୍କ ରାସ୍ତାରେ ଚାଲୁଛନ୍ତି ଶହବାଜ ସରକାର, ରୁଷିଆଠାରୁ ପାକିସ୍ତାନ କିଣିବ ଶସ୍ତା ତେଲ

ଇସଲାମାବାଦ,୬ ।୧୨: ପାକିସ୍ତାନର ଶହବାଜ ଶରିଫ ସରକାର ପେଟ୍ରୋଲ, ଡିଜେଲ ଏବଂ ଅଶୋଧିତ ତୈଳ ରିହାତି ମୂଲ୍ୟରେ କିଣିବା ପାଇଁ ଚୁକ୍ତି କରି ସାରିଛି । ଏହି ପଦକ୍ଷେପକୁ ଶାସକ ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ(ପିଡିଏମ) ଏକ ବଡ ନୀତି ପରିବର୍ତ୍ତନ ରୂପେ ଦେଖୁଛି । ଚଳିତ ବର୍ଷ ଫେବୃୟାରୀରେ ୟୁକ୍ରେନ୍ ଯୁଦ୍ଧ ଆରମ୍ଭ ହେବାର କିଛିଦିନ ପରେ ତତ୍କାଳିନ ଇମ୍ରାନ ଖାଁ ସରକାର ରୁଷିଆ ସହ ଏମିତି ଚୁକ୍ତି କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । କିନ୍ତୁ ପରବର୍ତ୍ତି ମାସରେ ଇମ୍ରାନ ଖାଁ ଦେଶ ଭିତରେ ରାଜନୈତିକ ଜାଲରେ ଛନ୍ଦି ହୋଇ ପଡିଥିଲେ ଓ ଏପ୍ରିଲରେ ତାଙ୍କ ସରକାରଙ୍କ ପତନ ଘଟିଥିଲା । ଇମ୍ରାନ ଖାଁ ଅଭିଯୋଗ କରିଥିଲେ କି ରୁଷିଆ ସହିତ ତାଙ୍କର ପ୍ରସ୍ତାବିତ ଚୁକ୍ତି ହେତୁ ତାଙ୍କ ସରକାରକୁ ହଟାଇବାକୁ ବିଦେଶରେ ଷଡଯନ୍ତ୍ର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri