ପାକିସ୍ତାନରେ ଗୃହ ଯୁଦ୍ଧ ପରିସ୍ଥିତି , ୫୦ ଲକ୍ଷ କୋଟି ଋଣ, ପ୍ରାକୃତିକ ବିପର୍ଯ୍ୟୟ ପରେ ଅଣ୍ଟା ଭାଙ୍ଗିଦେଉଛି ବର୍ଦ୍ଧିତ ଦରଦାମ

ଇସଲାମାବାଦ,୪ ।୯: ପାକିସ୍ତାନରେ ୪୭ ବର୍ଷ ମଧ୍ୟରେ ଏବେ ସବୁଠାରୁ ଭୟଙ୍କର ବନ୍ୟା ଆସିଛି । ରିପୋର୍ଟରେ କୁହଯାଇଛି କି ଦେଶର ଏକ ତୃତିୟାଂଶ ଭାଗ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ପାକିସ୍ତାନର ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଏନଡିଏମଏ) ଅନୁଯାୟୀ, ମୌସୁମୀରେ ପ୍ରବଳ ବର୍ଷା ଓ ଗ୍ଳାସିୟର ତରଳିବା କାରଣରୁ ଏହି ବିପର୍ଯ୍ୟୟ ଘଟିଛି । ବନ୍ୟା ଯୋଗୁ ୧୪ ଜୁନରୁ ଏପର୍ଯ୍ୟନ୍ତ ପ୍ରାୟ ୧୨୬୫ ଜଣଙ୍କ ମୃତ୍ୟୁ ହେଲାଣି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୫୭ ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ କହୁଛି । ଏବେ ପର୍ଯ୍ୟନ୍ତ ସାଢେ ୧୨ ହଜାର ଲୋକ ଆହତ ହୋଇଛନ୍ତି । ବନ୍ୟା କାରଣୁ ୩.୩ କୋଟିରୁ ଅଧିକ ଲୋକେ ବିସ୍ଥାପିତ ହୋଇଛନ୍ତି । ଲୋକେ ଏବେ ରିଲିଫ କ୍ୟାମ୍ପରେ ରହୁଛନ୍ତି ।
ପାକିସ୍ତାନରେ ଆସିଥିବା ଏହି ବନ୍ୟାର ତୁଳନା ୨୦୦୫ରେ ଆମେରିକାରେ ଆସିଥିବା ‘କୈଟରିନା’ ତୋଫାନ ସହ କରାଯାଇଛି, ଯାହା ସେତେବେଳେ ବହୁ ପରିମାଣରେ କ୍ଷୟକ୍ଷତି କରିଥିଲା । ପାକିସ୍ତାନ ସରକାର ଏବେ ଏଥିରୁ ଅଣ୍ଟା ସଳଖି ଠିଆ ହେବା ପାଇଁ ଅନ୍ତରାଷ୍ଟ୍ରୀୟ ସହାୟତା ମାଗିଛନ୍ତି । ପାକିସ୍ତାନର ଏବେ ଏଭଳି ପରିସ୍ଥିତିକୁ ଦେଖି ଅନୁମାନ କରାଯାଉଛି କି ଯେକୌଣସି ମୁହୂର୍ତ୍ତରେ ଜନତାଙ୍କ ରାଗ ବିସ୍ଫୋରଣର ରୂପ ନେଇପାରେ ଓ ସେମାନେ ରାଜରାସ୍ତାକୁ ଓହ୍ଲାଇ ପାରନ୍ତି । ଦରଦାମ ବୃଦ୍ଧି, ଖାଦ୍ୟାଭାବ, ବିସ୍ଥାପନ, ମହାମାରୀ ବ୍ୟାପିବାର ଆଶଙ୍କା ଦେଶକୁ ସଙ୍କଟ ମଧ୍ୟକୁ ଠେଲି ଦେଇଛି । ଏବେ ସେଠାରେ ଗୃହଯୁଦ୍ଧ ଭଳି ପରିସ୍ଥିତି ଉପୁଜିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri