ମେଲୋନିଙ୍କୁ ସାହାଯ୍ୟ ମାଗିଲା ପାକିସ୍ତାନ, ଭାରତକୁ ବିପଦ!

ଇସଲାମବାଦ,୩।୬: ଭାରତ ସହିତ ସମ୍ପର୍କ ସୁଧାରିବାକୁ ଆଶା ରଖିଥିବା ପାକିସ୍ତାନ ଏବେ ଇଟାଲୀ ଆଡକୁ ଦୃଷ୍ଟି ଦେଇଛି। ପାକିସ୍ତାନର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଆତାଉଲ୍ଲାହ ତାରାର ଇଟାଲୀକୁ ଏକ ସମ୍ଭାବ୍ୟ ’ଶାନ୍ତି ସ୍ଥାପନକାରୀ’ ଦେଶ ଭାବରେ ବର୍ଣ୍ଣନା କରିଛନ୍ତି। ସେ ଏପରିକି କହିଛନ୍ତି ଯେ ଯଦି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ମଧ୍ୟସ୍ଥତାର ଦାୟିତ୍ୱ ଗ୍ରହଣ କରନ୍ତି, ତେବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶାନ୍ତିର ଏକ ସ୍ଥାୟୀ ପଥ ମିଳିପାରିବ। ଇସଲାମାବାଦରେ ଇଟାଲୀର ଜାତୀୟ ଦିବସ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ଏହି ବକ୍ତବ୍ୟ ଦେଇଥିଲେ, ଯେଉଁଠାରେ ଦୁଇ ଦେଶ ମଧ୍ୟରେ ସମ୍ପର୍କର ମଜବୁତତା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା।

ତାରାର କହିଛନ୍ତି ଯେ ପାକିସ୍ତାନ ଏବଂ ଇଟାଲୀର 75 ବର୍ଷ ପୁରୁଣା କୂଟନୈତିକ ସମ୍ପର୍କ ରହିଛି, ଯାହା ସମୟ ସହିତ ଆହୁରି ମଜବୁତ ହୋଇଛି। ସେ କହିଛନ୍ତି ଯେ ଆମେ ଇଟାଲୀ ସହିତ ବିଶ୍ୱାସ ଏବଂ ସହଯୋଗ ଉପରେ ଆଧାରିତ ସମ୍ପର୍କକୁ ବାଣିଜ୍ୟ, ନିବେଶ, ସୁରକ୍ଷା, ଶିକ୍ଷା ଏବଂ ପ୍ରବାସ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଏକ ବହୁମୁଖୀ ସହଭାଗୀତାରେ ପରିଣତ କରିବାକୁ ଚାହୁଁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ଯୋଗ ଦିବସ

କଟକ,୨୧।୬(ଶିଳ୍ପା ପ୍ରିୟଦର୍ଶିନୀ): ଜୀବନ ତମାମ୍‌ ସୁସ୍ଥ ଶରୀର ଗଠନ କରିବାରେ ଯୋଗ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ଶନିବାର ବିଶ୍ୱ ଯୋଗ ଦିବସ ରହିଥିବାବେଳେ...

୩ ଲକ୍ଷ ଲୋକଙ୍କ ସହ ମିଶି ଯୋଗ କଲେ ମୋଦି: କହିଲେ, ଯୋଗ ବିଶ୍ୱକୁ ଯୋଡ଼ିଛି

ବିଶାଖାପାଟନା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱ ଯୋଗ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଶାଖାପାଟଣାରେ ଯୋଗ ଦିବସର ନେତୃତ୍ୱ ନେଉଛନ୍ତି।...

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ...

ଏମିତି ବି ଆସେ ମୃତ୍ୟୁ: ଚଣ୍ଡିଖୋଲରେ ଛାତିରେ ହେଲା ଯନ୍ତ୍ରଣା, ଜାରକାରେ…

ଧର୍ମଶାଳା, ୨୦। ୬ (ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ନିକଟରେ ଜଣେ ଟ୍ରକ...

ଈଶାନ କିଶାନଙ୍କ ଚମକାଇଲା ଭଳି ନିଷ୍ପତ୍ତି: ଟିମ୍‌ ଇଣ୍ଡିଆ ନୁହେଁ, ଏବେ ଏହି ବିଦେଶୀ ଟିମ୍‌ରୁ ଖେଳିବେ କ୍ରିକେଟ…

ନୂଆଦିଲ୍ଲୀ,୨୦।୬: ଭାରତର ଉଇକେଟକିପର ବ୍ୟାଟ୍ସମ୍ୟାନ ଈଶାନ କିଶାନଙ୍କୁ ଏବେ ଟିମ ଇଣ୍ଡିଆରେ ସୁଯୋଗ ମିଳୁନାହିଁ। ସେ ଭାରତ ପାଇଁ ଶେଷ ଅନ୍ତର୍ଜାତୀୟ ମ୍ୟାଚ ୨୦୨୩ରେ ଖେଳିଥିଲେ।...

ସରପଞ୍ଚ, ଭାଜପା ନେତାଙ୍କୁ ଆକ୍ରମଣ ଘଟଣା, ୪ ଅଟକ

ହିଞ୍ଜିଳିକାଟୁ,୨୦।୬(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ସରପଞ୍ଚ ରାମରାଘବ ପାତ୍ର ଓ ପିତଳ ଭାଜପା ମଣ୍ଡଳ ସଭାପତି ବିଜୟ ପ୍ରଧାନଙ୍କୁ ଗୁରୁବାର ମରଣାନ୍ତକ ଆକ୍ରମଣ ଘଟଣାରେ...

ନଦୀ ପାର ହୋଇ ସ୍କୁଲଗଲେ ଛାତ୍ରୀଛାତ୍ର

ମୋହନା,୨୦ା୫(ମନ୍ମଥ ମିଶ୍ର): ଗ୍ରୀଷ୍ମ ଅବକାଶ ପରେ ସ୍କୁଲ ଖୋଲିବାର ପ୍ରଥମ ଦିନ ଶୁକ୍ରବାର ଛାତ୍ରୀଛାତ୍ରମାନେ ନଦୀ ପାର ହୋଇ ପାଠ ପଢ଼ିବାକୁ ଯାଇଛନ୍ତି। ଗଜପତି ଜିଲା...

ଅପେକ୍ଷାର ହେଲା ଅନ୍ତ: ବୌଦ୍ଧବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ରେଳ ଲାଇନରେ 

ବୌଦ୍ଧ/ହରଭଙ୍ଗା,୨୦ା୬ (ଅଜିତ କୁମାର ବାରିକ/ ନରେନ୍ଦ୍ର କୁମାର ସାହୁ): ବୌଦ୍ଧବାସୀଙ୍କ ଦୀର୍ଘଦିନର ଅପେକ୍ଷା ଅନ୍ତ ହୋଇଛି। ଜିଲାବାସୀଙ୍କ ଦୀର୍ଘବର୍ଷର ଦାବି ପୂରଣ ହୋଇଛି। ଜିଲାବାସୀଙ୍କ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri