ଆଫଗାନିସ୍ତାନର ସହାୟତା ଲୋଡ଼ିଲା ପାକିସ୍ତାନ

ଇସଲାମାବାଦ,୪ା୨: ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ଆତଙ୍କବାଦୀ ଗୋଷ୍ଠୀକୁ ନିୟନ୍ତ୍ରଣ କରିବା ପାଇଁ ତାଲିବାନ ସର୍ବୋଚ୍ଚ ନେତା ହୈବୁତଲ୍ଲା ଅଖୁନ୍ଦଜାଦାଙ୍କ ସହାୟତା ଲୋଡ଼ିଛି। ଏହାପୂର୍ବରୁ ଏକ ସର୍ବୋଚ୍ଚ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ପାକିସ୍ତାନ ମସ୍‌ଜିଦ ଆକ୍ରମଣ ପାଇଁ ଟିଟିପିକୁ ଦାୟୀ କରିଥିଲା।

ପାକିସ୍ତାନ ସରକାର ଏହାର ଆଫଗାନିସ୍ତାନ ପ୍ରତିପକ୍ଷଙ୍କ ସହ ଆଲୋଚନା କରିବେ। ଏହା ମଧ୍ୟ କହିଛନ୍ତି ଯେ, ପାକିସ୍ତାନ ଆଉ ସୀମା ଆତଙ୍କବାଦକୁ ବରଦାସ୍ତ କରିବ ନାହିଁ। ପେଶଓ୍ବାର ମସ୍‌ଜିଦ ଆତ୍ମଘାତୀ ବିସ୍ଫୋରଣରେ ଟିଟିପି ଏହାର ସମ୍ପୃକ୍ତିକୁ ଅସ୍ବୀକାର କରିଛି। ଏହି ଆକ୍ରମଣରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି ଏବଂ ୨୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।

ପାକିସ୍ତାନରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ  ପେଶଓ୍ବାର ହତ୍ୟାକାଣ୍ଡକୁ ରୋକିବାରେ ବିଫଳ ହୋଇଥିବା ସ୍ବୀକାର କରିଛନ୍ତି। ଏହି ବିପଦର ମୁକାବିଲା ପାଇଁ ସେ ଜାତୀୟ ଏକତା ଆହ୍ବାନ କରିଛନ୍ତି। ରାଜ୍ୟପାଳଙ୍କ ଗୃହରେ ଏକ ସର୍ବୋଚ୍ଚ କମିଟି ବୈଠକ ସମ୍ବୋଧିତ କରି ସରିଫ କହିଛନ୍ତି, ଆତଙ୍କବାଦ ବିରୋଧରେ ରାଜନୈତିକ ଜଗତରେ ଏକତାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?