ଭୋକ ଉପାସରେ ପାକିସ୍ତାନ

ଇସଲାମାବାଦ,୧୪ା୧: ପାକିସ୍ତାନରେ ମୁଦ୍ରାସ୍ଫୀତି ସର୍ବୋଚ୍ଚ ସ୍ତରରେ ରହିଛି। ଫଳରେ ସାଧାରଣ ଲୋକଙ୍କ ପାଇଁ ଅଟା ଏବଂ ଡାଲି ଭଳି ମୌଳିକ ଖାଦ୍ୟ ସାମଗ୍ରୀ କିଣିବା ମଧ୍ୟ କଷ୍ଟକର ହୋଇପଡୁଛି। ଅଟା ଅଭାବ ସାଧାରଣ ଲୋକଙ୍କ ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି। ସରକାରଙ୍କ ସାହାଯ୍ୟ ଆଶା କରୁଥିବା ଲୋକମାନେ ନିରାଶ ହୋଇଛନ୍ତି। ଶସ୍ୟର କଳା ବଜାର ବୃଦ୍ଧି ପାଇଛି। ଦୈନନ୍ଦିନ ସାମଗ୍ରୀ ପାଇବା ପାଇଁ ଏଠାରେ ଏକପ୍ରକାର ସଂଘର୍ଷ ଜାରିରହିଛି।

ଅଟା ପାଇଁ ଲୋକଙ୍କ ଲମ୍ବା ଧାଡ଼ି ଦେଖାଯାଉଛି। ଖାଦ୍ୟ ସଙ୍କଟ ଏବଂ ମୁଦ୍ରାସ୍ଫୀତି ସହ ସଂଗ୍ରାମ କରୁଥିବା ପାକିସ୍ତାନର ଅନେକ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଅଟା ଖାଉଥିବା ଲୋକ ମଧ୍ୟ ଛଡ଼ାଇ ନେଉଛନ୍ତି। ଏହି ସଙ୍କଟରେ ପିଲାମାନେ ମଧ୍ୟ ଖାଦ୍ୟ ପାଇପାରୁ ନାହାନ୍ତି। ଲୋକମାନେ ସରକାରଙ୍କ ଉପରେ ବର୍ଷିବା ସହ ମୁଦ୍ରାସ୍ଫୀତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

୧୬ ଅଗଷ୍ଟ ସୁଦ୍ଧା ସାରିଦିଅନ୍ତୁ ଏହି କାମ, ନଚେତ୍ ମିଳିନପାରେ ଗ୍ୟାସ ସିଲିଣ୍ଡର

ନୂଆଦିଲ୍ଲୀ,୪।୮: ଏଲପିଜି ଗ୍ରାହକମାନେ ଅଗଷ୍ଟ ୧୫ ପୂର୍ବରୁ ସେମାନଙ୍କର ଇ-କେୱାଇସି କରିବା ବାଧ୍ୟତାମୂଳକ ରହିଛି । ସମୟ ମଧ୍ୟରେ ଇ-କେୱାଇସି ପୂରଣ ନକଲେ ଅଧିକ ମୂଲ୍ୟରେ ସିଲିଣ୍ଡର…

କି ଦଣ୍ଡ ମିଳିବ ଉଦୟନିଧି ଷ୍ଟାଲିନଙ୍କୁ ,ସେ ତ୍ରିଶାଙ୍କ ବିଷୟରେ କ’ଣ କହିଥିଲେ? ଥାଲାପତି ବିଜୟଙ୍କ ସହ ଅଭିନେତ୍ରୀଙ୍କ ସମ୍ପର୍କ କ’ଣ? ଜାଣନ୍ତୁ ….

ଚେନ୍ନାଇ,୪।୮: ତ୍ରିଶା କୃଷ୍ଣନଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେଇ ଉପ ମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗୁରୁତର ସମସ୍ୟାରେ ପଡ଼ିଛନ୍ତି। ଜଣେ ଘନିଷ୍ଠ ବନ୍ଧୁଙ୍କ ବିଷୟରେ ଏହି ମନ୍ତବ୍ୟ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ଭାଜପାର ପରାଜୟ ପରେ ମୋଦିଙ୍କ ସହ ବଡ଼ ଆଲୋଚନା କଲେ ନୀତିନ ନବୀନ? ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୪।୮: ସଂସଦ ଅଧିବେଶନ ମଧ୍ୟରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ‘ମଙ୍ଗଳ ମିଳନ’ ସମାବେଶରୁ ଏକ ଆକର୍ଷଣୀୟ ଫଟୋ ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପା…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri